ଖେଳ ଦେଶ ବିଦେଶ ରାଜ୍ୟ

ଓଡ଼ିଶା ୱିମେନ୍ସ ଲିଗ୍‌ ପାଇଁ ଶ୍ରଦ୍ଧାଞ୍ଜଳି ଚୟନକର୍ତ୍ତା

ରବିବାରଠାରୁ କଳିଙ୍ଗ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଥିବା ଓଡ଼ିଶା ୱିମେନ୍ସ ଲିଗ୍‌ ପାଇଁ ଅନ୍ତର୍ଜାତୀୟ ଫୁଟ୍‌ବଲର୍‌ ତଥା ଭାରତୀୟ ମହିଳା ଫୁଟ୍‌ବଲ୍‌ ଦଳର ପୂର୍ବତନ ଅଧିନାୟିକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟଙ୍କୁ ଚୟନକର୍ତ୍ତା ନିଯୁକ୍ତ କରାଯାଇଛି। ପ୍ରତି ଦୁଇ ବର୍ଷରେ ଥରେ ହେଉଥିବା ଇଣ୍ଡିଆନ୍‌ ୱିମେନ୍ସ ଲିଗ୍ ଲାଗି ଓଡ଼ିଶା ଦଳ ଚୟନ ଦିଗରେ ଶ୍ରଦ୍ଧାଞ୍ଜଳି ପ୍ରମୁଖ ଭୂମିକା ତୁଲାଇବେ। ସୂଚନାଯୋଗ୍ୟ, ଜାତୀୟ ସ୍ତରରେ ଶ୍ରଦ୍ଧାଞ୍ଜଳି ଅତୀତରେ ଭାରତୀୟ ଦଳର ସହକାରୀ ପ୍ରଶିକ୍ଷକ ଓ ଚୟନକର୍ତ୍ତା ଭାବେ ଦାୟିତ୍ବ ତୁଲାଇ ସାରିଛନ୍ତି। ୨୦୧୭-୧୮ ଋତୁରେ ଓଡ଼ିଶା ରାଇଜିଂ ଷ୍ଟୁଡେଣ୍ଟ୍ ଦଳ ବିଜେତା ହୋଇଥିବା ବେଳେ ଶ୍ରଦ୍ଧାଞ୍ଜଳି ମଧ୍ୟ ସହାକରୀ ପ୍ରଶିକ୍ଷକ ଥିଲେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ