ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

କଟକରେ ବ୍ୟାପିଲା କରୋନା, ଘରୋଇ ଛାତ୍ରାବାସରୁ ଚିହ୍ନଟ ହେଲେ ୧୩ ସଂକ୍ରମିତ

କଟକ ୯।୬: ଘରୋଇ ଛାତ୍ରାବାସରୁ ଚିହ୍ନଟ ହେଲେ ୧୩ ଜଣ କରୋନା ସଂକ୍ରମିତ । କଟକ ବମ୍ଫକୁଦର ଏକ ଆବାସିକ ଛାତ୍ରାବାସର ୧୩ ଜଣ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ତଦାରଖ ପାଇଁ ହଷ୍ଟେଲରେ ଜିଲ୍ଲା ଓ ମହାନଗର ନିଗମର ହେଲ୍‌ଥ ଟିମ୍‌ ପହଞ୍ଚିଥିବା ଜଣାପଡିଛି ।

ତେବେ ସମସ୍ତ ସଂକ୍ରମିତଙ୍କ କଣ୍ଟ୍ରାକ୍ଟ ଟ୍ରେସିଂ କରାଯିବ । ମୋଟ୍ ୫୭ ଜଣଙ୍କର ଆଣ୍ଟିଜେନ୍ ଟେଷ୍ଟ ହୋଇଥିଲା । ସେମାନଙ୍କ ମଧ୍ୟରୁ ୧୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଗୁରୁବାର ସମସ୍ତଙ୍କର ଆରଟିପିସିଆର ପରୀକ୍ଷା କରାଯିବ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୭୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୪୩୧୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ