ଖେଳ ଦେଶ ବିଦେଶ ରାଜ୍ୟ

କଟକରେ ରାଜ୍ୟ କୁସ୍ତି ଆ‌ରମ୍ଭ

କଟକ: ଓଡ଼ିଶା କୁସ୍ତି ସ˚ଘ ଆନୁକୂଲ୍ୟରେ ରାଜ୍ୟ ପ୍ରତିଯୋଗିତା ବାରବାଟୀ ଷ୍ଟାଡିୟମସ୍ଥିତ କ୍ଲବ୍‌ ହାଉସରେ ଆରମ୍ଭ ହୋଇଛି। ପ୍ରତିଯୋଗିତାରେ ୯୫ ପୁରୁଷ ଓ ୬୫ ମହିଳା ପ୍ରତିଯୋଗୀ ସାମିଲ ହୋଇଛନ୍ତି। ଓଡ଼ିଶା ଅଲିମ୍ପିକ ସ˚ଘର ସାଧାରଣ ସମ୍ପାଦକ ଅଭିଜିତ ପାଲ୍‌ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। ଓଡ଼ିଶା କୁସ୍ତି ସ˚ଘର କାଉନସିଲ ସଦସ୍ୟ ରାମଚନ୍ଦ୍ର ଦାସମହାପାତ୍ର ଏବ˚ ଉପସଭାପତି ଦେବେନ୍ଦ୍ର ସାହୁ, ସାଧାରଣ ସମ୍ପାଦକ କିଶୋର ବେହେରା, କୋଷାଧ୍ୟକ୍ଷ କୁମାର ରାଏ, ଯୁଗ୍ମ ସମ୍ପାଦକ ଲକ୍ଷ୍ମୀପ୍ରସାଦ ପଟ୍ଟନାୟକ ଏବ˚ ସନ୍ତୋଷ କୁମାର ଦାଶ ଉଦ୍‌ଘାଟନୀ ସମାରୋହରେ ଉପସ୍ଥିତ ଥିଲେ। ବୁଧବାର ପ୍ରତିଯୋଗିତା ଉଦ୍‌ଯାପିତ ହେବ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ