ରାଜ୍ୟ ସ୍ପେଶାଲ ରିପୋର୍ଟ

କଟନୀ ଝଟନୀ ବନ୍ଦ୍ ଦାବି ନେଇ ବିଧାୟକଙ୍କ ବିକ୍ଷୋଭ, ତୁରେକେଲା-କଣ୍ଟାବାଞ୍ଜି ମୁଖ୍ୟ ରାସ୍ତା ଅବରୋଧ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
କଣ୍ଟାବାଞ୍ଜୀ ୦୬/୧୨: ତୁରେକେଲା ପେକ୍ସରେ ଚାଷୀଙ୍କ ଧାନ କଟନୀ ଝଟନୀ ହେଉଥିବା ଚାଷୀ ମାନେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ଅଭିଯୋଗ କରିଥିଲେ । ତେବେ ଆଜି ବିଧାୟକ ପେକ୍ସ ପରିଦର୍ଶନ କରିବା ସହ ଏହି ଅଭିଯୋଗର ସତ୍ୟତା ଜାଣିଥିଲେ ।

ପେକ୍ସରେ କଟନୀ ଝଟନୀ ହେଉଥିବା ବେଳେ ମିଲର୍ସ ମାନେ ଚାଷୀଙ୍କ ଠାରୁ ଧାନ କିଣୁ ଥିବା ବିଧାୟକ କହିଛନ୍ତି । କଟନୀ ଝଟନୀ ବନ୍ଦ ଦାବି କରି ତୁରେକେଲା-କଣ୍ଟାବାଞ୍ଜି ମୁଖ୍ୟ ରାସ୍ତା ବିଧାୟକ ଅବରୋଧ କରିଛନ୍ତି । ଯେ ପର୍ଯ୍ୟନ୍ତ କୌଣସି ଅଧିକାରୀ ପହଁଚିବେ ନାହିଁ ରାସ୍ତା ରୋକ ହଟିବ ନାହିଁ ବୋଲି ବିଧାୟକ କହିଛନ୍ତି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।