ଦେଶ ବିଦେଶ ସ୍ୱାସ୍ଥ୍ୟ

କଠୋର ହେଲେ ନିର୍ବାଚନ କମିଶନ: ବିଜୟ ଶୋଭାଯାତ୍ରା ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ ୨୭/୪: ବିଜୟ ଶୋଭାଯାତ୍ରା ଉପରେ ଲାଗିଲା କଟକଣା । କଟକଣା ଲଗାଇଲେ ନିର୍ବାଚନ କମିଶନ । ମେ ୨ ଗଣତି ଦିନ କିମ୍ବା ପରେ କୌଣସି ବିଜୟ ଶୋଭାଯାତ୍ରା ନକରିବାକୁ ସେ କଡାକଡି ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଖୁବ ଶୀଘ୍ର ନିର୍ଦ୍ଦେଶନାମା ଜାରି କରାଯିବ । ମେ ୨ରେ ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳ ଓ ପୁଡୁଚେରୀର ହେବ ଭୋଟ ଗଣତି ।

ଫଳାଫଳ ଆସିବା ପରେ ବିଜୟୀ ପ୍ରାର୍ଥୀ ଓ ଦଳୀୟ ନେତାମାନେ ବିଜୟ ଶୋଭାଯାତ୍ରା କଲେ ବହୁ ସଂଖ୍ୟାରେ ସମର୍ଥକ ଓ କର୍ମୀ ଏକାଠି ହେବାର ସମ୍ଭାବନା ଅଧିକ ଅଛି । ଲୋକେ ଅଧିକ ସଂଖ୍ୟାରେ ଏକତ୍ର ହେଲେ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନ ଏଭଳି ନିଷ୍ପତ୍ତି ନେଇଛନ୍ତି । ଦ୍ୱିତୀୟ ଲହରରେ ସଂକ୍ରମଣ ବଢ଼ିବା ପାଇଁ ନିର୍ବାଚନ କମିଶନଙ୍କୁ ଭର୍ତ୍ସନା କରିଥିଲେ ମାଡ୍ରାସ ହାଇକୋର୍ଟ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ