ରାଜ୍ୟ ସ୍ୱାସ୍ଥ୍ୟ

କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହେଲା ଭୁବନେଶ୍ବର ଡିସିପି ଅଫିସ୍, ସିଲ୍ କଲା BMC

ଭୁବନେଶ୍ବର ୪।୧: କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହେଲା ଭୁବନେଶ୍ବର ଡିସିପି ଅଫିସ୍ । ଭୁବନେଶ୍ବର ବାଣୀବିହାର ସ୍ଥିତ ଡିସିପି ଅଫିସକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଭୁବନେଶ୍ବର ମହାନଗର ନିଗମ । ଦକ୍ଷିଣ ପୂର୍ବ ଜୋନ୍ ଜେଡିସି ମହେନ୍ଦ୍ର ବଢେଇ ଡିସିପି ଅଫିସ୍‌କୁ ସିଲ୍ କରିଛନ୍ତି ।

ଡିସିପି ଅଫିସରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ସଂକ୍ରମଣ ରୋକିବା ଲାଗି ପଦକ୍ଷେପ ନେଇଛି ବିଏମସି । ସଂକ୍ରମଣ ରୋକିବା ଲାଗି ଡିସିପି ଅଫିସକୁ ସିଲ୍ କରିଛି ବିଏମସି । ସାଧାରଣ ଲୋକଙ୍କୁ ଡିସିପି ଅଫିସ୍‌ ଯିବା ଲାଗି ବାରଣ କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ