ରାଜ୍ୟ ସ୍ପେଶାଲ ରିପୋର୍ଟ

କନି‌ଷିରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର

ଗୋପାଳପୁର: ଗଞ୍ଜାମ ଜିଲ୍ଲାର ଗୋପାଳପୁର କନି‌ଷିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ପ୍ରଚାର କରିଛନ୍ତି। ମୁଖ୍ୟମନ୍ତ୍ରୀ ବିରୋଧୀଙ୍କୁ ଟାର୍ଗେଟ୍ କରିବା ସହ ଭଲ ପ୍ରାର୍ଥୀଙ୍କୁ ଭୋଟ୍ ଦେବା ପାଇଁ ଲୋକଙ୍କୁ ଅପିଲ୍ କରିଛନ୍ତି। ଚୋର ପ୍ରାର୍ଥୀଙ୍କୁ ଆର୍ଶୀବାଦ କରନ୍ତୁ ନାହିଁ ବୋଲି ସେ କହିଛନ୍ତି । ଏଥିସହିତ ଭୋଟରମାନେ ତାଙ୍କୁ ଆର୍ଶୀବାଦ କରିବା ସହିତ ଶଙ୍ଖ ଚିହ୍ନକୁ ଆର୍ଶୀବାଦ କରିବାକୁ ନବୀନ ଜନସଭାରେ ଅଭିଭାଷଣ ରଖି କହିଛନ୍ତି ।

ସମବେତ ଜନତାଙ୍କୁ ପ୍ରଶ୍ନ କରି ନବୀନ ପଚାରିଛନ୍ତି, ବିଏସକେୱାଇ ଭଲ କି, ମିଶନ ଶକ୍ତି ଭଲ କି, ମମତା ଯୋଜନା ଭଲ କି, ଲକ୍ଷ୍ମୀ ବସ୍ ଭଲ କି, ୫ଟି ସ୍କୁଲ ଭଲ କି, ପିଲା ସ୍କଲାରସିପ୍ ଭଲ କି, ଚାଷୀର କାଳିଆ ଯୋଜନା ଭଲ କି, ମଧୁବାବୁ ପେନସନ୍ ଯୋଜନା ଭଲ କି, ଚାଉଳ ପାଇଁ କାର୍ଡ ଭଲ କି, ପୁରୀ କାମ ଭଲ କି, ନବୀନ ପଟ୍ଟନାୟକ ଭଲ କି, ଶଙ୍ଖ ଚିହ୍ନ ଭଲ କି । ଶେଷରେ ବିଜେଡି ସୁପ୍ରିମୋ ଲୋକଙ୍କ ଆର୍ଶୀବାଦ ଭିକ୍ଷା କରିବା ସହିତ ନିର୍ବାଚନରେ ଶଙ୍ଖ ଚିହ୍ନକୁ ଆର୍ଶୀବାଦ ଦେବା ପାଇଁ ଅନୁରୋଧ କରିଥିଲେ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।