ଅପରାଧ ରାଜ୍ୟ

କନ୍ଧମାଳରୁ ବଙ୍ଗକୁ ଚାଲାଣ ହେଉଥିଲା ଗଞ୍ଜେଇ, ମାଡିବସିଲା ଅବକାରୀ ବିଭାଗ

ବ୍ରହ୍ମପୁର୨୧/୦୯: ପାର୍ବଣରେ ବେଶ ସକ୍ରିୟ ହୋଇପଡିଛି ଅବକାରୀ ବିଭାଗ । ନିଶା ମାଫିଆଙ୍କୁ ଚେକ୍ ଦେବାକୁ ସବୁ ପ୍ରକାରର ଉଦ୍ୟ ଚଳାଇଛି ବିଭାଗ । ଏହି ପରିପ୍ରେକ୍ଷୀରେ ଅବକାରୀ ଗୁଇନ୍ଦା ବିଭାଗର ପୁଣି ଚଢାଉ କରାଯାଇଛି । ତେବେ ଏହି ଚଢାଉରେ ୧୨୦ କିଲୋ ଗଞ୍ଜେଇ ଜବତ ହୋଇଛି ।

କନ୍ଧମାଳରୁ ପଶ୍ଚିମବଙ୍ଗକୁ ବେଆଇନ୍ ଗଞ୍ଜେଇ ଚାଲାଣ ବେଳେ ଜଗନ୍ନାଥପ୍ରସାଦ ଗୋଚ୍ଛାବାଡି ନିକଟରେ ଅବକାରୀ ଗୁଇନ୍ଦା ବିଭାଗ କରିଥିଲା ଚଢାଉ । ଫଳରେ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ କାର୍ ମଧ୍ୟ ଜବତ କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।