କଳା ଓ ସଂସ୍କୃତି ରାଜ୍ୟ

କପିଳାସ ସମେତ ୨୯ଟି ସ୍ଥାନରେ ୧୪୪ ଧାରା ଜାରି, ଖ୍ରୀଷ୍ଟମାସ ଓ ନୂଆବର୍ଷକୁ ଦୃଷ୍ଟିରେ ରଖି କଟକଣା

ଢେଙ୍କାନାଳ ୨୫।୧୨: ଓମିକ୍ରନ ପାଇଁ ରାଜ୍ୟରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର । ଖ୍ରୀଷ୍ଟମାସ ଏବଂ ନୂଆବର୍ଷ ସେଲିବ୍ରେସନ ଉପରେ ରାଜ୍ୟ ସରକାର ରୋକ ଲଗାଇଛନ୍ତି । ଡିସେମ୍ବର ୨୫ରୁ ଜାନୁଆରୀ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି । କୋଭିଡ୍ ସଂକ୍ରମଣ ଆଶଙ୍କାରେ କଡା କଟକଣା ଜାରି କରାଯାଇଛି ।

୨୫ରୁ ଆସନ୍ତା ୨ ତାରିଖ ଯାଏଁ ଜିଲ୍ଲାର ସମସ୍ତ ପର୍ଯ୍ୟଟନସ୍ଥଳରେ ପିକନିକ, ସାଧାରଣ ଦର୍ଶନ ବନ୍ଦ ରହିଛି । ଏହି ପରିପ୍ରେକ୍ଷୀରେ କପିଳାସ, ମହିମାଗାଦି ସମେତ ୨୯ଟି ସ୍ଥାନରେ ୧୪୪ ଧାରା ଜାରି କରାଯାଇଛି । ଏହି ୧୪୪ ଧାରା ଜାରି କରିଛି ଜିଲ୍ଲା ପ୍ରଶାସନ । ଖ୍ରୀଷ୍ଟମାସ ଓ ନୂଆବର୍ଷକୁ ଦୃଷ୍ଟିରେ ରଖି ଏଭଳି କଟକଣା ଜାରି କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,