ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

କରୋନା କଟକଣାକୁ ବେଖାତିର କରି ସିଲ୍‌ ହେଲା କଟକର ମହିନ୍ଦ୍ରା କୋଚିଂ ସେଣ୍ଟର୍‌

କଟକ: ଅରୁଣୋଦୟ ମାର୍କେଟରେ ଥିବା ମହିନ୍ଦ୍ରା କୋଚିଂ ସେଣ୍ଟରକୁ କୋଭିଡ କଟକଣା ଉଲ୍ଲଂଘନ ଅଭିଯୋଗରେ ସିଲ୍‌ କରିଛି କଟକ ମହାନଗର ନିଗମ(ସିଏମ୍‌ସି) । ଅରୁଣୋଦୟ ମାର୍କେଟରେ ଥିବା ମହିନ୍ଦ୍ରା କୋଚିଂ ସେଣ୍ଟରରେ କୋଭିଡ କଟକଣା ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଥିଲା । କୋଚିଂ ସେଣ୍ଟରର କ୍ଲାସରେ ଏକା ସାଙ୍ଗରେ ୩୦ରୁ ଅଧିକ ଛାତ୍ରଛାତ୍ରୀ ବିନା ସାମାଜିକ ଦୂରତାରେ ବସି ପାଠ ପଢୁଥିଲେ ବୋଲି ଅଭିଯୋଗ ଆସିବା ପରେ ସିଏମ୍‌ସି ଏହି ପଦକ୍ଷେପ ଗ୍ରହଣ କରିଛି।

ଅଭିଯୋଗ ଆସିବା ପରେ ସେଣ୍ଟରରେ ଚଢ଼ାଉ କରି ସିଲ କରିଛି ସିଏମସି ସ୍କ୍ୱାର୍ଡ । ଏଥିସହ ଅରୁଣଦୋୟ ମାର୍କେଟରେ ଥିବା ଅନ୍ୟ କାର୍ଯ୍ୟାଳୟ ଓ କୋଚିଂ ସେଣ୍ଟର ବୁଲି ମାସ୍କ ପିନ୍ଧିବା ଏବଂ ସାମାଜିକ ଦୂରତା ପାଳନ ହେଉଛି ନା ନାହିଁ ଯାଞ୍ଚ୍‌ କରିଛନ୍ତି ସିଏମସି କର୍ମଚାରୀ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ