ମନୋରଞ୍ଜନ

କରୋନା ମୁକାବିଲା ପାଇଁ ସିଏମ୍ ରିଲିଫ ପାଣ୍ଠିକୁ ୫୦ ଲକ୍ଷ ଦେଲେ ରଜନୀକାନ୍ତ

କୋଭିଡ୍‌ ରୋଗୀଙ୍କ ଲାଗି ସହାୟତାର ହାତ ବଢ଼ାଇଛନ୍ତି ସୁପରଷ୍ଟାର ରଜନୀକାନ୍ତ। ଏ ନେଇ ସୋମବାର ସେ ଚେନ୍ନାଇରେ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କୁ ଭେଟିଥିଲେ। ଦେଶ କରୋନା ଭୂତାଣୁର ଦ୍ୱିତୀୟ ଲହର ସହ ମୁକାବିଲା କରୁଥିବା ବେଳେ ସୁପରଷ୍ଟାର୍‌ ରଜନୀକାନ୍ତ ସିଏମ୍‌ ରିଲିଫ ପାଣ୍ଠିକୁ ୫୦ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ତାଙ୍କର ଏହି ଦାନ କରୋନା ବିରୋଧୀ ଲଢ଼େଇରେ ସହାୟକ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ‌ରଜନୀକାନ୍ତଙ୍କ ସମେତ ଅନ୍ୟ ତାମିଲ୍‌ ସେଲିବ୍ରିଟିମାନେ ମଧ୍ୟ କରୋନା ମୁକାବିଲା ପାଇଁ ସିଏମ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ