ଅପରାଧ ରାଜ୍ୟ

କଳାହାଣ୍ଡିର ଅନୁଦାନପ୍ରାପ୍ତ କଲେଜରୁ ଲିକ୍ ହୋଇଛି ପ୍ରଶ୍ନପତ୍ର, ବୁର୍ଲା ଓ ସାଇବର ଥାନାରେ ଏତଲା

ସମ୍ବଲପୁର ୧୫।୭: ସମ୍ବଲପୁର ବିଶ୍ବବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୀବ ମିତ୍ତଲ । ସେ କହିଛନ୍ତି, କଳାହାଣ୍ଡିର ଅନୁଦାନପ୍ରାପ୍ତ କଲେଜରୁ ଏହା ଲିକ୍ ହୋଇଥିବା ଜଣାପଡିଛି । ସମ୍ପୃକ୍ତ କଲେଜ ପ୍ରିନ୍ସିପାଲଙ୍କୁ ଡକାଯାଇଛି । ସେହି କଲେଜର ଜଣେ ଅଧ୍ୟାପକ ପ୍ରଶ୍ନପ୍ରତ୍ର ତିଆରିରେ ସାମିଲ ଥିଲେ । ଉଭୟ ବୁର୍ଲା ଓ ସାଇବର ଥାନାରେ ଏତଲା ଦିଆଯାଇଛି । ବିଶ୍ବବିଦ୍ୟାଳୟରେ ବୁର୍ଲା ଥାନା ଅଧିକାରୀ ଓ SDPO ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।