ରାଜ୍ୟ ସ୍ପେଶାଲ ରିପୋର୍ଟ

କଳା ଓ ସଂସ୍କୃତି ଭିତ୍ତିକ ସାଂସ୍କୃତିକ ଅନୁଷ୍ଠାନ “ସାଧନା ଆର୍ଟ ଆଣ୍ଡ କଲଚର “

କଳା ଓ ସଂସ୍କୃତି ଭିତ୍ତିକ ସାଂସ୍କୃତିକ ଅନୁଷ୍ଠାନ “ସାଧନା ଆର୍ଟ ଆଣ୍ଡ କଲଚର “ପୋଖରୀପୁଟ, ଭୂବନେଶ୍ୱର ତରଫରୁ 76ତମ ସାଧିନତା ଦିବସ ପାଳିତ ହୋଇଯାଇଅଛି।ଅନୁଷ୍ଠାନର ଚାରୁକଳା, ନୃତ୍ୟ ଓ ସଂଗୀତ ସମସ୍ତ ବିଭାଗର ଛାତ୍ର ଛାତ୍ରୀ ,ଶିକ୍ଷକ ଶିକ୍ଷୟିତ୍ରୀ, କାର୍ଯ୍ୟକାରୀ ସଦସ୍ଯ ଓ ସଦସ୍ଯା, ଅଭିଭାବକ ଓ ସ୍ଥାନୀୟ ସମାଜ ସେବୀ ମାନେ ଉପସ୍ଥିତ ରହି ଜାତିୟ ସଂଗୀତ ଗାନ କରିବା ସହ ବକ୍ତୃତା ପ୍ରଦାନ କରିଥିଲେ। ଶେଷରେ ଅନୁଷ୍ଠାନର ଅଧ୍ୟକ୍ଷ ସୁଧାଂଶୁ ବିଶ୍ବାଳ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।