ଅପରାଧ ରାଜ୍ୟ

କାଜୁ ଜଙ୍ଗଲରୁ ଝୁଲୁଛି ଯୁବକଙ୍କ ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ପାଟଣା ୨୫/୦୫: କେନ୍ଦୁଝର ଜିଲ୍ଲା ପାଟଣା ଥାନା ମୂଷାଖୋରୀ କାଜୁ ଜଙ୍ଗଲରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଧନୁର୍ଯ୍ୟୟପୁର ଗ୍ରାମର ସଞ୍ଜନ ମହାରଣା ବୋଲି ଜଣା ପଡିଛି ।

ସଞ୍ଜନକୁ କେହି ହତ୍ୟା କରି ଗଛରେ ଝୁଲାଇ ଦେଇ ଆତ୍ମହତ୍ୟା କରିଥିବାର ରୂପ ଦିଆ ଯାଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ଘଟଣା ସ୍ଥଳରେ ପାଟଣା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।