ଅପରାଧ ରାଜ୍ୟ

କାନାରା ବ୍ୟାଙ୍କ୍‌ରୁ ଲୁଟ୍ ଅଭିଯୋଗ, ଏଟିଏମ୍ ଭାଙ୍ଗିବା ସହ କାନ୍ଥ କଣା କରି ବ୍ୟାଙ୍କ୍‌ରେ ପସିଲେ ଦୁର୍ବୃତ୍ତ

ଜଗତସିଂହପୁର ୨୪।୮: ଜଗତସିଂହପୁର ଜିଲ୍ଲା ସଦର ଥାନା ସଭାମୂଳ ସ୍ଥିତ କାନାରା ବ୍ୟାଙ୍କରୁ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ଦୁର୍ବୃତ୍ତମାନେ ବ୍ୟାଙ୍କର ଏଟିଏମ ଭାଙ୍ଗିବା ସହ ବ୍ୟାଙ୍କ କାର୍ଯ୍ୟାଳୟର କାନ୍ଥ କଣା କରି ଭିତରେ ପସିଥିବା ଜଣାପଡିଛି । ତେବେ କେତେ ଟଙ୍କା ଚୋରି ହୋଇଛି ତାହା ସ୍ପଷ୍ଟ ଜଣାପଡିନାହିଁ । ବ୍ୟାଙ୍କ କର୍ତ୍ତୃପକ୍ଷ ଜଗତସିଂହପୁର ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।