ଅପରାଧ ରାଜ୍ୟ

କାର୍‌ରେ ଚୋରା ଚାଲାଣ ବେଳେ ୧୩ଲକ୍ଷ ଟଙ୍କାର ଅଫିମ ଜବତ, ୫ ଅଭିଯୁକ୍ତ ଗିରଫ

ଘଟଗାଁ ୨୦।୭: କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁରରୁ ୧୩ ଲକ୍ଷ ଟଙ୍କାର ଅଫିମ ଜବତ ହୋଇଛି । ଏହାସହ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ଚୋରା ଅଫିମ ନେଇ ଆସୁଥିବା ଏକ କାରକୁ କାଳିଆଡୁମା ଗାଁ ନିକଟରେ ପୋଲିସ ଧରିଥିଲା । ଗାଡିରୁ ୯ କିଲୋ ୯୪୦ ଗ୍ରାମ ଅଫିମ ଜବତ ହୋଇଛି । ଏହାସହ ୫ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ମୟୁରଭଞ୍ଜ ଜିଲ୍ଲା ରରୁଆଁର ଜନ ହାସା, ଝାଡଖଣ୍ଡର ଜାଗାଇ ସାଲୁକାଟ, ସାନି ମୁଣ୍ଡା, ଅଟୱା ମୁଣ୍ଡା ଏବଂ ଟୁରି ମୁଣ୍ଡା । ଜବତ ଅଫିମର ଆନୁମାନିକ ମୂଲ୍ୟ ପ୍ରାୟ ୧୩ ଲକ୍ଷ ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।