ରାଜ୍ୟ

କେଏମ୍‌ବିବି ଛାତ୍ରଙ୍କ ଜାତୀୟସ୍ତରରେ କୃତିତ୍ବ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର : ୩୯ତମ କନିଷ୍ଠ ଟାଏକୋଣ୍ ଡୋ ଚାମ୍ପିଅନ୍‌ସିପ୍‌ରେ ଏକକ ଭାବେ କାଂସ୍ୟ ଓ ଦଳଗତ ଭାବେ ରୌପ୍ୟପଦକ ଜିତି ଜାତୀୟସ୍ତରରେ ସୁନାମ ଅର୍ଜନ କରିଛନ୍ତି ଜଗବନ୍ଧୁ ସାହୁ। କେଏମ୍‌ବିବି ପବ୍ଲିକ୍ ସ୍କୁଲର ଏକାଦଶ ଶ୍ରେଣୀର ଛାତ୍ର‌ ଜଗବନ୍ଧୁ ଉତ୍ତରପ୍ରଦେଶ ବରେଲିଠାରେ ଜାନୁଆରି ୨୭ରୁ ୩୦ ପର୍ଯ୍ୟନ୍ତ ଆୟୋଜିତ ଏହି ଚାମ୍ପିଅନ୍‌ସିପ୍‌ରେ ଭାଗ ନେଇଥିଲେ। ଏଥିରେ ୨୩ଟି ରାଜ୍ୟ ଓ ୩ଟି କେନ୍ଦ୍ରଶାସିତ ଅଞ୍ଚଳରୁ ପ୍ରାୟ ୬୫୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ।

ଜଗବନ୍ଧୁ ତାଙ୍କ ସଫଳତାର ଶ୍ରେୟ କେଏମ୍‌ବିବି ପ୍ଲବିକ୍‌ ସ୍କୁଲର ଅଧ୍ୟକ୍ଷ ବିଜୁନି ଚରଣ ସୂତାର, ପ୍ରଶିକ୍ଷକ ଆରିୟନ ‌ଚୌଧୁରୀ ଏବଂ ଓଡ଼ିଶା ଟାଏକୋ‌ଣ୍ଡୋ ଆସୋସିଏସନ୍‌ର ସାଧ‌ାରଣ ସମ୍ପାଦକ ମନମୋହନ ଭଞ୍ଜଙ୍କୁ ଦେଇଛନ୍ତି। ଏହି ଅବସରରେ ସ୍କୁଲ ତରଫରୁ ଅଧ୍ୟକ୍ଷ ଡ. ସୂତାର ସ୍କୁଲ ପରିସରରେ ଜଗବନ୍ଧୁ ଓ ତାଙ୍କ ପ୍ରଶିକ୍ଷକଙ୍କୁ ସମ୍ମାନିତ କରିଥିଲେ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।