ରାଜ୍ୟ ସ୍ପେଶାଲ ରିପୋର୍ଟ

କେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣା, ଆଖିବୁଜିଲେ ଆଉ ଜଣେ

କଟକ ୨୮।୧୧: କେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ। କଟକ ଏସସିବିରେ ଜଣେ ଗୁରୁତର ଆହତ ପ୍ରାଣ ହରାଇଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ପିଣ୍ଟୁ ଖାନଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ପୂର୍ବରୁ ଏହି ବାଣ ବିସ୍ଫୋରଣ ଘଟଣାରେ ଉଦୟ ଭୋଇ ନାମକ ଜଣେ ବାଣୁଆ ପ୍ରାଣ ହରାଇଥିଲେ। ଏବେ ଆଉ ଜଣେ ଗୁରୁତର ଅବସ୍ଥାରେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି।

ଖବର ଅନୁଯାୟୀ, କାର୍ତ୍ତିକ ପୂଜା ଭସାଣୀ ବେଳେ ବାଣ ବିସ୍ଫୋରଣ ହୋଇଥିଲା । ଏଥିରେ ପ୍ରାୟ ୪୦ରୁ ଅଧିକ ଲୋକେ ଆହତ ହୋଇଥିଲେ । ସେମାନଙ୍କ ମଧ୍ୟରୁ କିଛି ଲୋକଙ୍କ ଅବସ୍ଥା ଗୁରୁତର ଥିଲା । ତେଣୁ ସେମାନଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଥିଲା । ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ମୃତ୍ୟୁ ହୋଇଥିଲା । ଆଉ ଏବେ ଆଉ ଜଣଙ୍କର ମୃତ୍ୟୁ ହୋଇଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।