ଦେଶ ବିଦେଶ ପର୍ଯ୍ୟଟନ ରାଜ୍ୟ

କୋଭିଡ଼ କଟକଣାରେ ଖୋଲିଲା ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ, ମାନିବାକୁ ପଡିବ କଟକଣା

ବାରିପଦା ୦୧।୧୧: ଖୋଲିଲା ଶିମିଳିପାଳ । କୋଭିଡ କଟକଣା ଭିତରେ ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ଖୋଲିଛି । ଏନେଇ ସୂଚନା ଦେଇଛନ୍ତି ପ୍ରକଳ୍ପ କର୍ତ୍ତୃପକ୍ଷ ।

ତେବେ ଏଠାକୁ ଆସୁଥିବା ପର୍ଯ୍ୟଟକମାନେ କୋଭିଡ-୧୯ ନିୟମାବଳିକୁ ପାଳନ କରିବା ବାଧ୍ୟତାମୂଳକ କରାଯାଇଛି । ଏଠାକୁ ଦୈନିକ ସର୍ବାଧିକ ୩୫ଟି ଚାରି ଚକିଆ ଯାନ କଳିଆଣି ତନଖି ଫାଟକ ଯଶୀପୁର ଓ ୨୫ଟି ଚାରି ଚକିଆ ଯାନ ପିଠାବଟା ତନଖି ଫାଟକ ଦେଇ ଭିତରକୁ ପ୍ରବେଶ କରିପାରିବ । ଏଥିପାଇଁ ପ୍ରତିଦିନ ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ କାଉଣ୍ଟରରେ ଟିକଟ ବୁକିଂ ଚାଲିବ । ଯାତ୍ରୀ ନିବାସରେ ରାତ୍ରୀ ଯାପନ ପାଇଁ ପର୍ଯ୍ୟଟକମାନେ www.ecotourodisha.com ୱେବସାଇଟରେ ଅଗ୍ରୀମ ବୁକିଂ କରି ପାରିବେ ।

NewsLaxmi7

About Author

You may also like

ପର୍ଯ୍ୟଟନ

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ଦୀର୍ଘଦିନ ପରେ କରୋନା କଟକଣା ମଧ୍ୟରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। କୋଭିଡ କଟକଣା ମାନି ଜାତୀୟ ଉଦ୍ୟାନରେ ବୁଲି
ପର୍ଯ୍ୟଟନ

ପରିବେଶ ପର୍ଯ୍ୟଟନରୁ ବଢିଛି ଆୟ, ଏହାର ଅଭିବୃଦ୍ଧି ପାଇଁ ଚଳିତବର୍ଷ ବଜେଟରେ 19 କୋଟି ଟଙ୍କା ବ୍ୟବସ୍ଥା

ପରିବେଶ ପର୍ଯ୍ୟଟନରୁ ବଢିଛି ଆୟ। 2019-20 ଆର୍ଥିକ ବର୍ଷରେ 46 ହଜାରରୁ ଅଧିକ ପର୍ଯ୍ୟଟକ ପରିବେଶ ପର୍ଯ୍ୟଟନର ସୁଯୋଗ ନେଇଥିଲେ। ଏଥିରୁ 6 କୋଟି 85 ଲକ୍ଷ