ରାଜ୍ୟ ସ୍ୱାସ୍ଥ୍ୟ

କୋଭିଡ୍ ନିୟମ ଉଲଂଘନକାରୀଙ୍କ ବିରୋଧରେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ, ଦେବାକୁ ପଡିପାରେ ଜରିମନା

ଭୁବନେଶ୍ବର ୧୯।୧: ବିଏମସି ଅଞ୍ଚଳରେ କୋଭିଡ୍ ନିୟମ ନ ମାନିଲେ ଜନସାଧାରଣଙ୍କୁ ପଡିବ ମହଙ୍ଗା । ଜରିମନା ଦେବାକୁ ପଡିପାରେ ବୋଲି ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ କହିଛନ୍ତି । ସେ ଆହୁରି କହିଛନ୍ତି, ସତର୍କ ଓ ସଚେତନ ହୁଅନ୍ତୁ ନଚେତ ଆଗକୁ ନିୟମ ଖିଲାପକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବିଏମସି । ସଂକ୍ରମଣ ରୋକିବାକୁ ଏପରି ନିଷ୍ପତ୍ତି ନିଆଯାଇପାରେ ।

ଦିନକୁ ଦିନ ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ରାଜଧାନୀରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଲୋକମାନେ କୋଭିଡ୍ କଟକଣା ନମାନିବା ଯୋଗୁଁ ଏଭଳି ପରିସ୍ଥିତି ଉପୁଜୁଛି ବୋଲି କୁହାଯାଉଛି । ଯାହାକୁ ଦୃଷ୍ଟିରେ ରଖି ବିଏମସି ଏଭଳି ପଦକ୍ଷେପ ଗ୍ରହଣ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ