ଦେଶ ବିଦେଶ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

କୋଭିଡ ପାଇଁ କାଲି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତାକାଲି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । କିନ୍ତୁ ଚଳିତ ବର୍ଷ ମଧ୍ୟ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ । କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଜନ୍ମଦିନ ନପାଳିବାକୁ ସେ ନିଷ୍ପତ୍ତି ନେଇଛନ୍ତି । ସେ କହିଛନ୍ତି ଯେ, ‘ରାଜ୍ୟବାସୀଙ୍କ ଭଲପାଇବା, ଶୁଭେଚ୍ଛା ଓ ଆର୍ଶୀବାଦ ପାଇଁ ମୁଁ ଋଣୀ ।’ ଜନ୍ମଦିନ ପାଳନ କରିବାକୁ ମନା କରିବା ସହ ନବୀନ ନିବାସ ନଆସିବାକୁ ସେ ନିବେଦନ କରିଛନ୍ତି । ଏହା ସହ କୋଭିଡରେ ମୃତ ଲୋକଙ୍କ ପରିବାରକୁ ସାହାଯ୍ୟ କରିବାକୁ ନବୀନ ଆହ୍ୱାନ ଦେଇଛନ୍ତି । ରକ୍ତଦାନ ଭଳି ମହତ କାର୍ଯ୍ୟ ହେବ ଜନ୍ମଦିନ ପାଇଁ ସବୁଠାରୁ ବଡ଼ ଶୁଭେଚ୍ଛା ବୋଲି ସେ କହିଛନ୍ତି ।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର