ଦେଶ ବିଦେଶ ରାଜନୀତି ସ୍ୱାସ୍ଥ୍ୟ

କୋଭିଡ ସଂକ୍ରମିତ ହେଲେ ଦିଲ୍ଲୀ ସିଏମ: ଆଇସୋଲେସନରେ ରହିଲେ, ସତର୍କ ରହିବାକୁ ପରାମର୍ଶ

ନୂଆଦିଲ୍ଲୀ ୦୪/୦୧: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କରୋନା ପଜିଟିଭ୍ ହୋଇଛନ୍ତି । ସେ ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ଏହା ସହିତ ଯୋଗାଯୋଗରେ ଆସୁଥିବା ଲୋକଙ୍କୁ ନିଜକୁ ଅଲଗା ରହିବାକୁ ପରାମର୍ଶ ଦେଇଛନ୍ତି ।

ଖାଲି ସେତିକି ନୁହେଁ, ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜର ପରୀକ୍ଷା କରାଇବାକୁ ନିବେଦନ କରିଛନ୍ତି । ସେ ଟ୍ୱିଟ୍ କରି ଲେଖିଛନ୍ତି, ‘ମୁଁ କରୋନା ପଜିଟିଭ ହୋଇଛି । ମୋଠାରେ ସାମାନ୍ୟ ଲକ୍ଷଣ ରହିଛି । ଘରେ ନିଜକୁ ଅଲଗା ହୋଇ ରହିଛି । ଯେଉଁମାନେ ଗତ କିଛି ଦିନ ମଧ୍ୟରେ ମୋ ସହିତ ଯୋଗାଯୋଗ କରିଥିଲେ, ଦୟାକରି ନିଜେ ଅଲଗା ରୁହନ୍ତି ଏବଂ ପରୀକ୍ଷା କରନ୍ତୁ ।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର