ଅପରାଧ ରାଜ୍ୟ

ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ବ୍ରହ୍ମପୁର ୦୭/୧୨: ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା । ୭ ଜଣ ଛାତ୍ରଙ୍କୁ ବହିଷ୍କାର କଲେ ବିଦ୍ୟାଳୟ ଅଧ୍ୟକ୍ଷ । ବିଦ୍ୟାଳୟରେ ଏଣ୍ଟି ରାଗିଂ କମିଟିର ତଦନ୍ତ ରିପୋର୍ଟ ପରେ ଅଧ୍ୟକ୍ଷଙ୍କ କାର୍ଯ୍ୟାନୁଷ୍ଠାନ । କିଛି ଛାତ୍ରୀ ସେମାନଙ୍କୁ ରାଗିଂ କରାଯାଉଥିବା ନେଇ ଗତ ନଭେମ୍ବର ମାସ ୧୯ ତାରିଖରେ ଅଧ୍ୟକ୍ଷଙ୍କ ନିକଟରେ ଅଭିଯୋଗ କରିଥିଲେ ।

ସିନିୟର ଛାତ୍ର ମାନେ ଶ୍ରେଣୀ ଗୃହରେ ବାଣ ଫୁଟାଇବା ସହ ବିଶୃଙ୍ଖଳା କରୁଥିବା ନେଇ ଅଭିଯୋଗ ହୋଇଥିଲା । ବହିଷ୍କାର କରାଯାଇଥିବା ୭ ଛାତ୍ର ଯଦି କ୍ୟାମ୍ପସ ମଧ୍ୟରେ ବୁଲିବେ ତେବେ ପୋଲିସ ନିଜ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଏନେଇ ସୂଚନା ଦେଇଛନ୍ତି ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ.ରାଧାକାନ୍ତ ନାୟକ ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।