ରାଜ୍ୟ ସ୍ୱାସ୍ଥ୍ୟ

ଖୋର୍ଦ୍ଧା ନାଇଜରରେ ୩୧ ଛାତ୍ରଛାତ୍ରୀଙ୍କୁ କରୋନା, ହଷ୍ଟେଲକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷିତ

ଖୋର୍ଦ୍ଧା: କରୋନା ମାମଲଶ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ୍ ସାଇନ୍ସ ଏଜୁକେସନ ଆଣ୍ଡ ରିସର୍ଚ୍ଚ ବା ନାଇଜରରୁ ୩୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୩୧ ଜଣ ଛାତ୍ରଛାତ୍ରୀ ପଜିଟିଭ ଚିହ୍ନଟ ପରେ କଣ୍ଟେନମେଣ୍ଟ ଘୋଷଣା ହୋଇଛି । ଚିହ୍ନଟ ୩୧ ଛାତ୍ରଛାତ୍ରୀଙ୍କୁ ହଷ୍ଟେଲରେ ଆଇସୋଲେସନରେ ରଖାଯାଇଛି । ୩୧ ପଜିଟିଭ ନେଇ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସୂଚନା ଦେଇଛନ୍ତି ।

ଏହା ସହିତ ନାଇଜରର ଏକ ହଷ୍ଟେଲକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ୩୨ ଛାତ୍ରଛାତ୍ରୀ କୋଭିଡ ସଂକ୍ରମିତ ହେବା ପରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି । ସଂପୃକ୍ତ ହଷ୍ଟେଲକୁ ବାହାର ଲୋକଙ୍କ ପ୍ରବେଶ, ପ୍ରସ୍ଥାନ ଉପରେ କଟକଣା ଲଗାଯାଇଛି । ପୂରା ନାଇଜରକୁ ବିଶୋଧନ କରାଇଛି ଜଟଣୀ ପ୍ରଶାସନ । ଏନେଇ ଜଟଣୀ ହତସିଲଦାର ତପନ ମହାପାତ୍ର ସୂଚନା ଦେଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ