ଅପରାଧ ରାଜ୍ୟ

ଗାଁରେ ବୁଲୁଛି ଭାଲୁ, ଆକ୍ରମଣରେ ୩ ଗୁରୁତର

ପାଟଣା ୧୯।୦୫: ଗାଁରେ ବୁଲୁଛି ଭାଲୁ । ଭାଲୁକୁ ଦେଖି ଲୋକେ ଆତଙ୍କିତ । କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ମାଛଗଡ଼ ଅଞ୍ଚଳରେ ୨ ଦିନ ହେଲା ଭାଲୁ ଆତଙ୍କ ଖେଳାଇଛି ।

ସେହିପରି ବୁଧବାର ଦିନ ଭାଲୁ ଆକ୍ରମଣରେ ୩ ଜଣ ଗୁରୁତର ହୋଇ ମେଡ଼ିକାଲରେ ଭର୍ତ୍ତି ହୋଇଥିବା ବେଳେ ଏବେ ମାଛଗଡ଼ ବିଟ୍ କମାରମରା ଗାଁରେ ରକ୍ତମୁଖା ଭାଲୁ ବୁଲୁଥିବାରୁ ଗ୍ରାମବାସୀ ତଥା ଆଖପାଖ ଗାଁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।