ଅପରାଧ ରାଜ୍ୟ

ଗାନ୍ଧୀ ଛକରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

ଚୌଦ୍ୱାର ୦୧/୧୧: ଚୌଦ୍ଵାର ଗାନ୍ଧୀ ଛକରେ ଥିବା ଜଣେ ବ୍ୟବସାୟୀଙ୍କ ଦୋକାନରେ ଅଗ୍ନିକାଣ୍ଡ । ଦୋକାନରେ ଥିବା ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ । ଅଗ୍ନିକାଣ୍ଡରେ ଜଳି ପୋଡ଼ି ନଷ୍ଟ ହୋଇଥିବା କହିଛନ୍ତି ଫୁଲ ଦୋକାନ ମାଲିକ ପବିତ୍ର କୁମାର ବେହେରା ।

ବେଆଇନ୍ ଭାବେ ୧୧ କେଭି ବିଦ୍ୟୁତ୍ ଖୁଣ୍ଟରେ ଯାଇଥିବା ଫୋନ କେବୁଲ, ସ୍ଥାନୀୟ ଟେଲିଭିଜନ କେବୁଲ ପାଇଁ ଏଭଳି ଅଗ୍ନିକାଣ୍ଡ ଘଟିଥିବା କହିଛନ୍ତି କ୍ଷତି ଘଟିଥିବା ଦୋକାନ ମାଲିକ ପବିତ୍ର ବେହେରା । ଏଥିପାଇଁ ସେ ସିଧାସଳଖ ବିଦ୍ୟୁତ୍ ବିଭାଗ ଓ ପ୍ରଶାସନିକ ଅଧିକାରୀଙ୍କୁ ଦାୟୀ କରିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।