ଅପରାଧ ରାଜ୍ୟ

ଗୁଣିଗାରେଡି ସନ୍ଦେହରେ ପିଟି ପିଟି ହତ୍ୟା ଘଟଣା, ୭ ଗିରଫ

କାଲିମେଳା ୨୦।୦୫: ଗୁଣିଗାରେଡି ସନ୍ଦେହରେ ଜଣଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା ଘଟଣା । ୭ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା କାଲିମେଳା ପୋଲିସ l

ଖବର ଅନୁଯାୟୀ, ମାଲକାନଗିରି ଜିଲ୍ଲା କାଲିମେଳା ଥାନା କାଙ୍ଗୁରକୋଣ୍ଡା ଗାଁର ପଦିଆ ମାଡକାମୀଙ୍କୁ କଙ୍ଗାରୁ କୋର୍ଟରେ ଗୁଣିଗାରେଡି ସନ୍ଦେହରେ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା l ଏହାପରେ ମୃତ ବ୍ୟକ୍ତିଙ୍କ ପୁଅ ବିରେନ୍ଦ୍ର ମାଡକାମୀ ୮ ଜଣଙ୍କ ନାଁରେ ଏତଲା ଦେଇଥିଲେ । କାଲିମେଳା ପୋଲିସ ୭ ଜଣଙ୍କୁ କୋର୍ଟ ଚାଲାଣ କରିଥିବାବେଳେ ଜଣେ ଫେରାର ରହିଛି l ପୀଡା ମାଡକାମୀ, ମୁକୁନ୍ଦ ମାଡକାମୀ, କାହ୍ନା ମାଡକାମୀ, ଇର୍ମା ମାଡକାମୀ, ଗଙ୍ଗା କବାସୀ, ପଦିଆ କବାସୀ, ସମା ମାଡକାମୀ ଏହି ୭ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି । ଅଭିଯୁକ୍ତ ମାଲା ମାଡକାମୀ ଫେରାର ରହିଛି l

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।