ରାଜ୍ୟ

ଗୋ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ତତ୍ପରତା

ଭୁବନେଶ୍ବର: ଗୋ ସୁରକ୍ଷା ପାଇଁ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏନେଇ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ବିଧାନସଭାରେ ବିଧାୟକମାନଙ୍କୁ ଗୋଟିଏ ଗୋଟିଏ ଗୋ ଶାଳା ନିର୍ମାଣ କରିବାକୁ ନିବେଦନ କରଛନ୍ତି। ସେ କହିଛନ୍ତି, ସବୁ ବିଧାୟକ କରନ୍ତୁ, ୯୦% ସବସିଡି ଦିଆଯିବ। ଗାଈ ପାଇଁ ଦିନକୁ ୫୪ ଟଙ୍କା ଦିଆଯିବ। ଚଳିତ ବର୍ଷ ୨୦୦ ଗୋ ଶଳା ନିର୍ମାଣ ଲାଗି ଲକ୍ଷ୍ୟ ରଖିଛନ୍ତି ସରକାର।  ସବୁ ବିଧାୟକ ନିଜ ଅଞ୍ଚଳରେ ଗୋଟିଏ ଗୋ ଶାଳା କରନ୍ତୁ, ସରକାର ସବୁ ସୁବିଧା ଯୋଗାଇ ଦେବେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।