ଅପରାଧ ରାଜ୍ୟ

ଘଟଗାଁ ନାବାଳିକା ଗଣଦୁଷ୍କର୍ମ ମାମଲା : ୨ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

କେନ୍ଦୁଝର, ୩୧|୦୫: ୨ ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଜେଲ୍ । କେନ୍ଦୁଝରର ଜଣେ ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଶୁଣାଇଛନ୍ତି ପୋକ୍ସୋ କୋର୍ଟ । ଏହାସହ ୫୦ ହଜାର ଟଙ୍କା ଜରିମାନା ମଧ୍ୟ ଲଗାଇଛନ୍ତି ।

ଯଦି ଅଭିଯୁକ୍ତମାନେ ଜରିମାନା ଦେବାରେ ବିଫଳ ହୁଅନ୍ତି ତେବେ ଅଧିକ ଏକ ବର୍ଷ ଜେଲ ଦଣ୍ଡା ଭୋଗିବେ । ଜିଲ୍ଲାର ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ଏହି ଦଣ୍ଡ ବିଧାନ କରିଛନ୍ତି। ଏହା ସହ ପୀଡିତାଙ୍କୁ ୫ ଲକ୍ଷ ଟଙ୍କାର ସହାୟତା ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ, ୨୦୧୭ ମସିହାରେ ଜିଲ୍ଲାର ଘଟଗାଁ ଥାନା ଅଞ୍ଚଳର ଜଣେ ନାବାଳିକା ଗଣଦୁଷ୍କର୍ମକ ଶିକାର ହୋଇଥିଲେ । ଅଭିଯୋଗ ପାଇବା ପରେ ପୋଲିସ ତଦନ୍ତ କରି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।