ଅପରାଧ ରାଜ୍ୟ

ଘରୋଇ କଳିରୁ ସର୍ବନାଶ ! ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ୱାମୀ

ସମ୍ବଲପୁର ୦୧।୦୭: ସମ୍ବଲପୁର ଚିପିଲିମା ଫୁଟବଲ ଫିଲ୍ଡ ହରିଜନ ପଡାରେ ବିଭତ୍ସ ହତ୍ୟାକାଣ୍ଡ । ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ବାମୀ । ମୃତକ ଜଣକ ହେଲେ ମୀନତି ବନଛୋର ।

ଖବର ଅନୁଯାୟୀ, କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ସ୍ବାମୀ ଧିରେନ ଉତ୍ୟକ୍ତ ହୋଇ ଏକ ବଡ ବାଡିରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି । ମିନତୀ ଅଭିଯୁକ୍ତ ଧିରେନ ବନଛୋରର ତୃତୀୟ ସ୍ତ୍ରୀ ବୋଲି ଜଣା ପଡିଛି । ଅଭିଯୁକ୍ତକୁ ଚିପିଲିମା ପୋଲିସ ଗିରଫ କରିଛି । ଚିପିଲିମା ପୋଲିସ ଘଟଣାରେ ତଦନ୍ତ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।