ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ୨୩।୧୧: ଘରୋଇ ସ୍କୁଲ ଫି’ ବୃଦ୍ଧି ମାମଲାରେ ତଥ୍ୟ ଦେବା ଲାଗି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏମଓୟୁ ଆଧାରରେ ଫି’ କମାଇବା ସପକ୍ଷରେ ଅଛନ୍ତି ରାଜ୍ୟ ସରକାର । ତେବେ ସତ୍ୟପାଠ ଜରିଆରେ ତଥ୍ୟ ଦେବାକୁ ରାଜ୍ୟ ସରକାରଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଡିସେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

ଫି’ କମ୍ କରିବାକୁ ନେଇ ଏମଓୟୁ ସ୍ବାକ୍ଷରିତ ହୋଇଥିଲା । ବିଭିନ୍ନ ଘରୋଇ ସ୍କୁଲ କର୍ତ୍ତୃପକ୍ଷଙ୍କ ସହ ଏମଓୟୁ ଦସ୍ତଖତ କରିଥିଲେ ଶିକ୍ଷା ସଚିବ । ଅନ୍ୟପଟେ ସ୍କୁଲ ଫି’ କମାଇବା ପାଇଁ ଅଭିଭାବକ ମହାସଂଘ ଦାବି ଜୋରଦାର କରିବାରେ ଲାଗିଛି । କରୋନା ଲକଡାଉନ ସମୟରେ ସ୍କୁଲ ବନ୍ଦ ଥିବାରୁ ଫି’ କମାଇବା ଲାଗି ଅଭିଭାବକ ମହାସଂଘ ଦାବି କରିଛି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି