ରାଜ୍ୟ ସ୍ପେଶାଲ ରିପୋର୍ଟ

ଘିଅ ଡବାରେ ଅଭିଯୋଗ ବାକ୍ସ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
କୋରେଇ: କୋରେଇ ବ୍ଲକ୍ ବଡ଼ବିରୁଆଁ ପଞ୍ଚାୟତ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ଆବାସ ଅଭିଯୋଗ ଗ୍ରହଣ ପାଇଁ ଏକ ଘିଅ ଡବାକୁ ଅଭିଯୋଗ ବାକ୍ସ ଭାବେ ବ୍ୟବହାର କରାଯାଇଛି। ଗତକାଲି ପ୍ରକାଶ ପାଇଥିବା ସମ୍ଭାବ୍ୟ ହିତାଧିକାରୀ ତାଲିକା ସମ୍ପର୍କରେ କୌଣସି ଅଭିଯୋଗ ଥିଲେ ଗ୍ରହଣ କରିବାକୁ ସୁରକ୍ଷିତ ଅଭିଯୋଗ ବାକ୍ସ ବସାଇବାକୁ ସରକାର ନିର୍ଦେଶ ଦେଇଛନ୍ତି।

ସୁରକ୍ଷିତ ଥିବା ଦୂରର କଥା ଏହି ଡବାରେ ଉପର ଢାଙ୍କୁଣି ମଧ୍ୟ ନାହିଁ। ଏହି ଡବାରେ ଅଭିଯୋଗ ପକାଇଲେ ତାହା ରହିବ କି ନାହିଁ ପଞ୍ଚାୟତବାସୀ ଆଶଙ୍କା ପ୍ରକାଶ କରିଛନ୍ତି। ଏନେଇ କୋରେଇ ବିଡିଓ ରଂଜନ କୁମାର ପରିଡ଼ାଙ୍କୁ ପଚାରିବାରୁ ଅଭିଯୋଗ ସମ୍ପର୍କରେ ସେ ଜାଣିନଥିବା କହିଛନ୍ତି। ଆସନ୍ତାକାଲି ତାହାକୁ ପରିବର୍ତ୍ତନ କରି ଏକ ସୁରକ୍ଷିତ ବାକ୍ସ ରଖାଯିବ ବୋଲି ବିଡିଓ ଶ୍ରୀ ପରିଡ଼ା ପ୍ରତିଶ୍ରୁତି ଦେଇଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।