ଅପରାଧ ରାଜ୍ୟ

ଚଳନ୍ତା ଟ୍ରେନ୍‌ରେ ଛୁରାମାଡ଼, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର ୧୨।୦୯ : ଫଲକନାମା ଏକ୍ସପ୍ରେସ ଫ୍ୟାଣ୍ଟ୍ରି କାର୍‌ରେ ଛୁରାମାଡ଼ । ଏଥିରେ ଦୁଇଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ରେଳବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ସୋମବାର ସକାଳ ସମୟରେ ଫଲକନାମା ଏକ୍ସପ୍ରେସ ଟ୍ରେନର ପ୍ୟାଣ୍ଟ-ଟ୍ରି ମ୍ୟାନେଜର ଓ କର୍ମଚାରୀଙ୍କୁ ଆକ୍ରମଣ କରି ଲହୁଲୁହାଣ କଲେ ଯୁବକ । ଗୁରୁତର ଅବସ୍ଥାରେ ଦୁହିଁଙ୍କୁ ହସ୍ପିଟାଲ୍ ପଠାଯାଇଛି । ତେବେ ଛୁରାମାଡ଼ କରିଥିବା ଯୁବକଙ୍କୁ ଗିରଫ କରିଛି ପୋଲିସ । ଗିରଫ ଯୁବକଙ୍କ ନାମ ବାପୁନି ଦାସ ବୋଲି ଜଣାପଡିଛି । ସେହିପରି ପୂର୍ବଶତ୍ରୁତାକୁ ନେଇ ଆକ୍ରମଣ କରିଥିବା ସୂଚନା ମିଳିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।