ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଚାଲିଛି ଦଶମ ସମେଟିଭ୍ ପରୀକ୍ଷା, ପିପିଲି ନୋଡାଲ ହାଇସ୍କୁଲରେ ଅଚାନକ ପହଞ୍ଚିଲେ ଗଣଶିକ୍ଷା ମନ୍ତ୍ରୀ

ନିମାପଡା ୫।୧: ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ଅଚାନକ ପିପିଲି ନୋଡାଲ ହାଇସ୍କୁଲ ପରିଦର୍ଶନ କରିଛନ୍ତି । ଏହି ଅବସରରେ ସାରା ଓଡ଼ିଶାରେ ଆରମ୍ଭ ହୋଇଥିବା ସମେଟିଭ୍-୧ ପରୀକ୍ଷା ପାଇଁ ୫ ଲକ୍ଷରୁ ଉର୍ଦ୍ଧ୍ବ ପିଲା ପରୀକ୍ଷା ଦେଉଥିବା ବେଳେ ୩୩୩୯ ଗୋଟି ସେଣ୍ଟରରେ ପରୀକ୍ଷା ହେଉଛି ।

ପିପିଲି ନୋଡାଲ ସେଣ୍ଟରରେ ୧୦ ଶ୍ରେଣୀର ସମେଟିଭ୍ ଆସେସମେଣ୍ଟ-୧ ରୁ ୧୪୩ ଜଣ ପରୀକ୍ଷା ଦେଉଥିବା ବେଳେ ପିପିଲି ବ୍ଲକ୍‌ରେ ୨୨୭୮ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ପିପିଲି ନୋଡାଲ ହାଇସ୍କୁଲ ସେଣ୍ଟରରେ କୌଣସି କାରଣ ବଶତଃ ୬ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିବା ନୋଡାଲ ଅଫିସର ନିବେଦିତା ମହାନ୍ତି କହିଛନ୍ତି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି