ରାଜ୍ୟ ସ୍ପେଶାଲ ରିପୋର୍ଟ

ଚାଷୀ ପ୍ରସଙ୍ଗରେ ଗୃହରେ ହଟ୍ଟଗୋଳ, ବିଧାନସଭା ମୁଲତବୀ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ୱର ୦୨/୧୨: ବିଧାନସଭା ଅଧିବେଶନ ଆରମ୍ଭରୁ ଗୃହରେ ହୋହଲ୍ଲା ଓ ହଙ୍ଗାମା । ପ୍ରଶ୍ନକାଳ ଚାଲିଥିବା ସମୟରେ ଚାଷୀ ପ୍ରସଙ୍ଗ ଘେରିଥିଲେ ବିରୋଧୀ । ଗୃହରେ ହଟ୍ଟଗୋଳ କରିଥିଲେ ବିରୋଧୀ । ଗୃହର ମଧ୍ୟଭାଗରେ ଆସି ନାରାବାଜି କରିଥିଲେ ବିଜେପି ସଦସ୍ୟ । ଏପରିକି ବାଚସ୍ପତିଙ୍କ ପୋଡିୟମ ଆଗରେ ଆସି ବିରୋଧ ପ୍ରଦର୍ଶନ କରାଯାଇଥିଲା ।

ସେପଟେ ବିଜେପି ସଦସ୍ୟଙ୍କୁ ବୁଝାଇଥିଲେ ପଞ୍ଚାୟତରାଜ ମନ୍ତ୍ରୀ ଓ ଶାସକ ଦଳ ମୁଖ୍ୟ ସଦସ । ତଥାପି ବୁଝିନଥିଲେନି ବିଜେପି ସଦସ୍ୟ । ବାଚସ୍ପତିଙ୍କ ପୋଡିୟମ ଆଗରେ ଧାରଣାରେ ବସି ରହିଥିଲେ । ନାରାବାଜି ସହ ହୋ ହାଲ୍ଲା ଭିତରେ ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ । ଫଳରେ ସ୍ଥିତି ଏମିତି ହୋଇଥିଲା ଯେ, ଗୃହକାର୍ଯ୍ୟ ସାଢେ ୧୧ଟା ଯାଏଁ ମୁଲତବୀ କରିଥିଲେ ବାଚସ୍ପତି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।