ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଚିନ୍ତା ବଢାଉଛି କରୋନାର ନୂଆ ରୂପ, ସଜାଗ ହେଲେ ସରକାର ; ଜାନୁଆରୀ ୭ ତାରିଖ ଯାଏଁ ବ୍ରିଟେନ୍‌କୁ ବିମାନ ସେବା ବନ୍ଦ

ନୂଆଦିଲ୍ଲୀ ୩୦।୧୨: ସାରାବିଶ୍ୱରେ କୋଭିଡ-୧୯ ମହାମାରୀ ପରେ ବ୍ରିଟେନ୍‌ରୁ ସୃଷ୍ଟି ହୋଇଥିବା କରୋନାର ନୂଆ ଷ୍ଟ୍ରେନ୍‌ ସୃଷ୍ଟି କରିଛି ଭୟ । ବ୍ରିଟେନରୁ ଆସିଥିବା ନୂଆ କରୋନା ଷ୍ଟ୍ରେନ୍ ଆକ୍ରାନ୍ତଙ୍କ ସଂଖ୍ୟା ଭାରତରେ ବଢ଼ିବାରେ ଲାଗିଛି। ଏ ପର୍ଯ୍ୟନ୍ତ ବ୍ରିଟେନରୁ ଫେରିଥିବା ୨୦ ଜଣଙ୍କ ଠାରେ ନୂଆ କରୋନା ଷ୍ଟ୍ରେନ୍ ଚିହ୍ନଟ ହେଲାଣି। ଯାହାକୁ ଦୃଷ୍ଟିରେ ରଖି ଜାନୁଆରି ୭ ତାରିଖ ଯାଏଁ ୟୁକେକୁ ବିମାନ ସେବା ବନ୍ଦ କରାଯାଇଛି । ୟୁକେକୁ ବିମାନ କିମ୍ବା ୟୁକେରୁ ଭାରତ ଉଡିବନି କୌଣସି ବିମାନ । ୟୁକେର ନୂଆ ଷ୍ଟ୍ରେନ୍ ଚିହ୍ନଟ ପରେ ଏପରି ନିଷ୍ପତ୍ତି ନେଇଛନ୍ତି ସରକାର ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ