ଅପରାଧ ରାଜ୍ୟ

ଚୋରା ଚାଲାଣ ବେଳେ ଗୋରୁଗାଡି ଦୁର୍ଘଟଣାଗ୍ରସ୍ତ, ୧୦ ଗାଈ ମୃତ

ଯାଜପୁର ୦୭/୦୮: ଦୁର୍ଘଟଣାଗ୍ରସ୍ତ ହେଲା ଗୋରୁ ବୋଝେଇ ଟ୍ରକ୍ । ୧୬ ଜାତୀୟ ରାପଥ ନିକଟ ବ୍ରଜନଗର ଠାରେ ଭରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଛି ଗୋରୁ ବୋଝେଇ ଗାଡ଼ି ।

ସୂଚନା ଅନୁଯାୟୀ, ରବିବାର ସକାଳୁ ଭଦ୍ରକରୁ ଭୁବନେଶ୍ୱର ଆଡ଼କୁ ଯାଉଥିବା ଏକ ଟ୍ରକରେ ଗୋରୁ ଚୋରା ଗୋଚାଲାଣ ହେଉଥିଲା । ତେବେ ୧୬ନଂ ଜାତୀୟ ରାଜପଥ ନିକଟ ବ୍ରଜନଗର୍ ଠାରେ ଏହା ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା । ଗାଡ଼ିରେ ଚୋରା ଭାବେ ଚାଲାଣ ହେଉଥିବା ୧୦ରୁ ଅଧିକ ଗାଙ୍କର ମୃତ୍ୟୁ ହୋଇଯାଇଛି।

ତେବେ ଘଟଣା ସମ୍ପର୍କରେ ପାଣିକୋଇଲି ପୋଲିସ ପହଁଚି ଗାଡ଼ି ତଳେ ଚାପି ହୋଇଥିବା ଗୋରୁଙ୍କୁ ଉଦ୍ଧାର କରିଛି । ତେବେ ଟ୍ରକର ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।