ଅପରାଧ ରାଜ୍ୟ

ଛାତ୍ରୀ ରାଗିଙ୍ଗ ଘଟଣା, କଲେଜରୁ ପ୍ରମାଣପତ୍ର ସହ ୧୨ଛାତ୍ରଙ୍କୁ କରାଯିବ ବିତାଡିତ

ବ୍ରହ୍ମପୁର ୧୮/୧୧: ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟରେ ଛାତ୍ରୀ ରାଗିଙ୍ଗ ଘଟଣା । ୧୨ ଜଣ ଛାତ୍ର ଛାତ୍ରୀଙ୍କୁ ଆଜି କଲେଜରୁ ପ୍ରମାଣପତ୍ର ପ୍ରଦାନ କରି ବିତାଡିତ କରାଯିବ । ଯେଉଁମାନେ ଗିରଫ ହୋଇଛନ୍ତି ସେମାନଙ୍କୁ ବାଳସୁଧାର ଗୃହକୁ ପୋଲିସ କାବୁ କରି ପଠାଇଛି ସେମାନଙ୍କ ପ୍ରମାଣପତ୍ର ପୋଷ୍ଟରେ ପଠାଯିବ ।

ଏନେଇ ସୂଚନା ଦେଇଛନ୍ତି କଲେଜ ଅଧ୍ୟକ୍ଷା । ବିତାଡିତ ୧୨ ଜଣଙ୍କ ମଧ୍ୟରେ ୮ଜଣ ଛାତ୍ର ଓ ୪ ଜଣ ଛାତ୍ରୀ ରହିଛନ୍ତି । ୫ ଜଣ ସବାଳକ ଓ ୭ ଜଣ ନାବାଳକ, ନାବାଳିକା ଥିବା ଜଣାପଡିଛି । ସୂଚନା ଥାଉକି, ବ୍ରହ୍ମପୁର ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟରେ ରାଗିଂ ଅଭିଯୋଗ ହୋଇଥିଲା । ରାଗିଂର ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ ହୋଇଥିଲା । ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ହେବା ନିଆଯାଇଥିଲା ଆକ୍ସନ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।