ରାଜ୍ୟ

ଛିଡ଼ା ହୋଇଥିବା ଟ୍ରକକୁ ପଛରୁ ପିଟିଲା ଆଉ ଏକ ଟ୍ରକ୍: ଜଣେ ମୃତ, ୩ ଗୁରୁତର

ବାଲୁଗାଁ: ୧୬ ନମ୍ବର ଜାତୀୟ ରାଜପଥ ବାଲୁଗାଁ ବାଇପାସ ରାସ୍ତାର ଚିଲିକା ଢ଼ାବା ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆଜି ଭୋରରୁ ଛିଡ଼ା ହୋଇଥିବା ଏକ ଟ୍ରକର ପଛପଟେ ଆଉ ଏକ ଟ୍ରକ ଧକ୍କା ଦେଇଥିଲା। ଏହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଥିଲେ। ମୃତକ ପଛଟ୍ରକର ଚାଳକ ବୋଲି ଜଣାଯାଇଚି। ଗୁରୁତରମାନଙ୍କୁ ବାଲୁଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବଡ଼କୂଳରେ ଲହି  ସଡ଼କ ଦୁର୍ଘଟଣା ଘଟିଛି। ସ୍ଥାନୀୟ ପୁଲିସ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।