ରାଜ୍ୟ

ଛୁରିରେ ଆକ୍ରମଣ କରି ପେଟ୍ରୋଲ ପମ୍ପ କର୍ମଚାରୀଠାରୁ ଲୁଟ୍

ରାଜଗାଙ୍ଗପୁର: ଛୁରିରେ ଆକ୍ରମଣ କରି ପେଟ୍ରୋଲ ପମ୍ପ କର୍ମଚାରୀଠାରୁ ଲୁଟ୍ କଲେ ଲୁଟେରା | ଆଜି ପ୍ରାୟ ଦିବା ୧୧ଟା ସମୟରେ ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ଜାମପାଲିପାଦାସ୍ଥିତ ଏଚପି ପେଟ୍ରୋଲ ପମ୍ପର କର୍ମଚାରୀ ଅନୀଲ କୁମାର ତିୱାରୀ ବାଇକ ଯୋଗେ ୨ଲକ୍ଷ ଟଙ୍କା ଜମା କରିବାକୁ ସହରର ଏକ ବ୍ୟାଙ୍କକୁ ଯାଉଥିଲେ |

ଏହି ସମୟରେ ଜାମପାଲି ବାଇପାସରେ ଥିବା ଏମଆର ଉଦ୍ୟୋଗ ରାସ୍ତାରେ ଏକ ମୋଟରସାଇକେଲରେ ମୁଖା ପିନ୍ଧା ତିନି ଜଣ ଦୁର୍ବୁତ୍ତ ଆସି ତାଙ୍କୁ ଅଟକାଇବା ସହ ତାଙ୍କୁ ଛୁରୀରେ ଆକ୍ରମଣ କରି ଟଙ୍କା ବ୍ୟାଗ ଲୁଟି ନେଇଥିବା ସୂଚନା ମିଳିଛି । ଏବେ ଗୁରୁତର ଅବସ୍ଥାରେ କର୍ମଚାରୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି |

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।