ଅପରାଧ ରାଜ୍ୟ

ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବା ବେଳେ ଦନ୍ତା ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

ସୋର ୪।୬: ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ । ବାଲେଶ୍ଵର ଜିଲ୍ଲା ଖଇରା ଥାନା କଇଥଗଡିଆ ଗ୍ରାମରେ ହାତୀ ଆକ୍ରମଣରେ ମହିଳାଙ୍କର ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, କଇଥଗଡିଆ ଗ୍ରାମ ସିଂସାହିର କୁନି ସିଂ ସ୍ଥାନୀୟ କରଞ୍ଜନାଳ ଜଙ୍ଗଲକୁ ଛେଳି ଚରାଇବା ପାଇଁ ଯାଇଥିଲା ବେଳେ ଦନ୍ତାହାତୀ ଆକ୍ରମଣର ଶିକାର ହୋଇଥିଲେ । ଫଳରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ବନ ବିଭାଗ ତନାଘନା ଜାରି ରଖିଥିବା ବେଳେ ବନ ବିଭାଗ ପକ୍ଷରୁ ହାତୀ ଘଉଡାଇବା ବ୍ୟବସ୍ଥା କରୁନଥିବା ନେଇ ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।