ଅପରାଧ ରାଜ୍ୟ

ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ମିଳିନି ମୃତକଙ୍କ ପରିଚୟ

ବିନିକା ୨୦।୬: ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ବାଉଁଶୁଣୀ ନିକଟରେ ଥିବା ଡୁଗୁମାଳି ଜଙ୍ଗଲରୁ ମୃତଦେହ ମିଳିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।

ସୂଚନାଯୋଗ୍ୟ ଯେ, ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ବାଉଁଶୁଣୀ ନିକଟରେ ଥିବା ଡୁଗୁମାଳି ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ମୃତଦେହ ଦେଖିବାକୁ ମିଳିଥିଲା । ସ୍ଥାନୀୟ ଲୋକେ ମୃତଦେହ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।

ତେବେ ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ପୋଲିସ ପରିଚୟ ପାଇଁ ଛାନଭିନ୍ ଜାରି ରଖିଛି । କେହି ଦୁର୍ବୃତ୍ତ ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ପୋଡି ଦେଇଥିବା ସନ୍ଦେହ କରାଯାଉଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।