ଅପରାଧ ରାଜ୍ୟ

ଜଙ୍ଗଲରୁ ମିଳିଲା ପୁଣି ଏକ ହାତୀର ମୃତଦେହ, ବନବିଭାଗ ଖୋଜୁଛି କାରଣ

ସୁନ୍ଦରଗଡ଼ ୧୦।୦୯ : ସଙ୍କଟର ଗଜରାଜ । ପୁଣି ଏକ ଦନ୍ତା ହାତୀ ମୃତ୍ୟୁ । ସୁନ୍ଦରଗଡ଼ ଜିଲ୍ଲା ବାଙ୍କି ରେଞ୍ଜ ଟୁଙ୍ଗୁରୀ ଜଙ୍ଗଲରୁ ଠାବ ହୋଇଛି ଦନ୍ତାର ମୃତଦେହ । ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଜଙ୍ଗଲକୁ କିଛି ଲୋକ ଯାଇଥିବା ବେଳେ ହାତୀର ମୃତଦେହ ପଡିଥିବା ଦେଖିଥିଲେ । ଏହାପରେ ତୁରନ୍ତ ବନବିଭାଗକୁ ଖବର ଦେଇଥିଲେ । ବନବିଭାଗର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ତେବେ ହାତୀଟିର ମୃତ୍ୟୁ କିପରି ହେଲେ, ସେନେଇ କିଛି ସବିଶେଷ ତଥ୍ୟ ଜଣାପଡିନଥିବା ବେଳେ ଛାନ୍‌ଭିନ୍‌ ଜାରି ରଖିଛି ବନବିଭାଗ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।