ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ଜଙ୍ଗଲରୁ ୨ଟି ହାତୀର ମୃତଦେହ ଠାବ, କୀଟନାଶକ ଖାଇ ଚାଲିଗଲା ଜୀବନ !

କୁଚିଣ୍ଡା ୦୬।୧୦ : ପୁଣି ୨ଟି ହାତୀର ମୃତଦେହ ଠାବ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ତିଲେଇମାଲ ପତ୍ରା ଜଙ୍ଗଲରୁ ମିଳିଛି ଦୁଇଟି ହାତୀର ମୃତଦେହ । ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ବଡ଼ରମା ରେଞ୍ଜ ଭୂତେଲ ସେକ୍ସନ ତିଲେଇମାଲ ନିକଟରେ ଗୋଟିଏ ଦନ୍ତା ଓ ଗୋଟିଏ ମାଇ ହାତୀ ପଡିଥିବାର ଦେଖିବାକୁ ସ୍ଥାନୀୟଲୋକେ । ଏହାପରେ ତୁରନ୍ତ ବନବିଭାଗକୁ ଖବର ଦେଇଥିଲା । ବନବିଭାଗ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ତେବେ ଧାନରେ ଦିଆଯାଇଥିବା କୀଟନାଶକ ଖାଇ ହାତୀର ମୃତ୍ୟୁ ହୋଇଥିବା ସନ୍ଦେହ କରୁଛି ବନବିଭାଗ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।