ରାଜ୍ୟ ସ୍ପେଶାଲ ରିପୋର୍ଟ

ଜଳୁଛି ଜଙ୍ଗଲ: ଜଙ୍ଗଲ ନିଆଁ ରୋକିବା ନେଇ ସଚେତନ କାର୍ଯ୍ୟକ୍ରମ

କରଙ୍ଗାମାଳ/ ବୋଡ଼େନ/ଖଡ଼ିଆଳ: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବନ ବିଭାଗ ଅଧୀନସ୍ଥ ବୋଡ଼େନ ସଦରକୁ ଲାଗିରହିଥିବା ଗୁରୁବୁଡ଼ା ଜଙ୍ଗଲରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ନିଆଁଲାଗି ମୂଲ୍ୟବାନ ଗଛ ନଷ୍ଟ ହେବା ସହିତ ଧୂଆଁରେ ବାୟୁ ପ୍ରଦୂଷିତ ହେଉଛି। ତୁରନ୍ତ ବନ ବିଭାଗ ପଦକ୍ଷେପ ନେବାକୁ ଦାବି ହେଉଛି।

, ୯ା୩ (ଇମିସ): ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବନାଞ୍ଚଳ ଅଧୀନ କରନଡ଼ବା, ମହୁଲଝରନ, କୋଦାଲଡୁଙ୍ଗୁରି, ଗୋଡ଼ଧୁଆପଦର, ସାନମହେଶ୍ୱର ଆଦି ଗାଁରେ ଜଙ୍ଗଲକୁ କିପରି ନିଆଁ ଦାଉରୁ ସୁରକ୍ଷା କରାଯାଇପାରିବ ସେନେଇ ଘୁମୁରା ମାଧ୍ୟମରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଖଡ଼ିଆଳ ବନାଞ୍ଚଳ ଅଧିକାରୀ ସଂସ୍କୃତା ବଡ଼ନାୟକଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଫରେଷ୍ଟର କନ୍ଦର୍ପ ସୁନାନୀ, ନରେଶ ଦଣ୍ଡସେନା, ଶିଳ୍ପା ସାହୁ, ମଦନା ଶବର ସହଯୋଗ କରିଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।