ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ପାରିବାରିକ ବାତାବରଣ ସୁଖମୟ ରହିବ। କୌଣସି କାମ ପୂରା କରିବାରେ ନିଜ ଲୋକଙ୍କ ସାହାଯ୍ୟ ପାଇବେ। ପ୍ରେମୀଯୁଗଳ ପରସ୍ପରଙ୍କୁ ବୁଝିବାକୁ ଚେଷ୍ଟା କରିବେ।

ବୃଷ: ଶାରୀରିକ ଓ ମାନସିକ ରୂପେ ସୁସ୍ଥ ରହିବେ। କୌଣସି କାମ ଆରମ୍ଭ କରିବା ପୂର୍ବରୁ ବଡ଼ଙ୍କ ଅନୁମତି ନିଅନ୍ତୁ। ଚାକିରିଜୀବୀଙ୍କ ଲାଗି ଭଲ ଦିନଟିଏ।

ମିଥୁନ: ଦିନଟି ଆପଣଙ୍କ ଲାଗି ମହତ୍ତ୍ବପୂର୍ଣ୍ଣ ରହିବ। ବ୍ୟବସାୟରେ ଆଶାଜନକ ପରିଣାମ ପାଇବେ। ଜୀବନସାଥୀ ଆପଣଙ୍କୁ ମନାଇବା ପାଇଁ ଭଲ ଜିନିଷ ଖାଇବାକୁ ଦେବେ।

କର୍କଟ: ଶତ୍ରୁ ଆପଣଙ୍କଠୁଁ ଦୂରରେ ରହିବେ। କୌଣସି ଭଲ ଖବର ପାଇବେ। ରାଜନୀତିରେ ଆର୍ଥିକ ଲାଭ ହେବ। ଛାତ୍ରଛାତ୍ରୀ ଲେଖାପଢ଼ାରେ ମନନିବେଶ କରନ୍ତୁ।

ସିଂହ: ପରିବାର ଲୋକଙ୍କର ପୂରା ସହଯୋଗ ପାଇବେ। ରାଜନୀତି କାର୍ଯ୍ୟରେ ଆପଣଙ୍କ ରୁଚି ବଢ଼ିବ। ବନ୍ଧୁ ସହିତ ମନଖୋଲା କଥା ହେଲେ ସମସ୍ୟାର ସମାଧାନ ବାହାରିବ।

କନ୍ୟା: ଆପଣଙ୍କ ଜୀବନରେ ଲାଗି ରହିଥିବା ଅଶାନ୍ତି ସମାପ୍ତ ହୋଇଯିବ। କୌଣସି ବଡ଼ ଯୋଜନା ଆରମ୍ଭ କରିପାରନ୍ତି। ନବବିବାହିତଙ୍କ ଲାଗି ଦିନଟି ବହୁତ ଭଲ।

ତୁଳା: ଆପଣଙ୍କର ଅଧୁରା କାମ ସଂପୂର୍ଣ୍ଣ ହେବ। କବିମାନଙ୍କର ପୁରୁଣା କାବ୍ୟର ପ୍ରଶଂସା ହୋଇପାରେ। ଆପଣଙ୍କର ଖର୍ଚ୍ଚ ବଢ଼ିପାରେ। ଜୀବନସାଥୀଙ୍କର ପ୍ରେମ ଓ ସୁଖ ପାଇବେ।

ବିଛା: ବଡ଼ କଂପାନି ସହିତ ଚାକିରି ପାଇଁ କଥାବାର୍ତ୍ତା କରିବେ। ବ୍ୟବସାୟରେ ଆଶାଠୁଁ ଅଧିକ ଲାଭ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ଧନୁ: ପରିବାର ଲୋକଙ୍କ ସହିତ ଯୁକ୍ତିତର୍କ ହୋଇପାରେ। ବ୍ୟବସାୟରେ କିଛି ପରିବର୍ତ୍ତନ କରିପାରନ୍ତି। କଳାତ୍ମକ କାର୍ଯ୍ୟରେ ରୁଚି ବଢ଼ିବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରୁହନ୍ତୁ।

ମକର: ଯାହା ବି କାମ କରିବାକୁ ଚାହିଁବେ ତାହା ନିଶ୍ଚିତ ପୂରା ହେବ। ସମାଜରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଜୀବନସାଥୀଠୁଁ ବହୁତ ଖୁସି ପାଇବେ।

କୁମ୍ଭ: ଆପଣ କୌଣସି ବଡ଼ ଖୁସି ଖବର ପାଇବେ। ବେପାର ପାଇଁ ଉନ୍ନତିର ଅବସର ପାଇବେ। ମହିଳମାନେ ରୋଷେଇ ସମୟରେ ସାବଧାନ ରୁହନ୍ତୁ।

ମୀନ: ଆପଣଙ୍କ ମନକୁ ନୂଆ ନୂଆ ବିଚାର ଆସିବ। ଅଚାନକ କୌଣସି ଉତ୍ସରୁ ଧନଲାଭ ହେବ। ବ୍ୟବସାୟୀଙ୍କ ଲାଗି ଦିନଟି ସାମାନ୍ୟ ରହିବ। ପରିବାରରେ ସୁଖଶାନ୍ତି ବୃଦ୍ଧି ହେବ।

NewsLaxmi7

About Author

You may also like

ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ
ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ