ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ


ମେଷ: ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ଆର୍ଥିକ ସ୍ଥିତିରେ ସୁଧାର ହୋଇପାରେ। ବେକାରଙ୍କ ଲାଗି ରୋଜଗାରର ସୁଯୋଗ ଆସିବ।

ବୃଷ: ଦୁର୍ଗାମାତାଙ୍କ ଦର୍ଶନରେ ମନରେ ସକାରାତ୍ମକ ଶକ୍ତି ସଂଚାର ହେବ। ‌ପାରିବାରିକ ଜୀବନ ଶାନ୍ତିମୟ ହେବ। କାର୍ଯ୍ୟକ୍ଷେତ୍ରରେ ବଡ଼ ଆହ୍ବାନର ସମ୍ମୁଖୀନ ହେବେ।

ମିଥୁନ: ନିଜ କାମରେ ବ୍ୟସ୍ତ ରହିପାରନ୍ତି। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରରେ ଅଭାବ ଅନଟନ ଦେଖାଦେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରୁହନ୍ତୁ।

କର୍କଟ: ଶରୀର ସୁସ୍ଥ ଓ ମନ ପ୍ରସନ୍ନ ରହିବ। ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ। ଗଣମାଧ୍ୟମ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଉତ୍ତମ।

ସିଂହ: ଆପଣ ଭାବିଥିବା କାମ ପୂରା ହୋଇଯିବ। ବ୍ୟବସାୟ କାମରେ ବ୍ୟସ୍ତ ରହିପାରନ୍ତି। ଶତ୍ରୁ ଆପଣଙ୍କ ପାଇଁ ଯେତେ ସମସ୍ୟା ସୃଷ୍ଟି କରିବେ ଆପଣଙ୍କୁ ସେତେ ଲାଭ ମିଳିବ।

କନ୍ୟା: ପୂର୍ବରୁ ଲାଗି ରହିଥିବା ସମସ୍ୟାର ସମାଧାନ ବାହାରିବ। ଭାବନା ଓ ବ୍ୟବହାରରେ ଭାରସାମ୍ୟ ବଜାୟ ରଖନ୍ତୁ। କାର୍ଯ୍ୟକ୍ଷେତ୍ରରେ ଲାଭର ଅବସର ପାଇବେ।

ତୁଳା: ଆପଣଙ୍କୁ ପ୍ରିୟବନ୍ଧୁଙ୍କ ଠାରୁ ଉପହାର ମିଳିପାରେ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ ରହିବ। ପଇସା ଧାର ନେବା ଓ ଦେବାରୁ ନିବୃତ୍ତ ରୁହନ୍ତୁ।

ବିଛା: ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ତିଆରି କରିବେ। ସରକାରୀ ଚାକିରିଆଙ୍କୁ ଭଲ ଖବର ମିଳିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ପରିବାରରେ ସୁଖ ଶାନ୍ତି ବୃଦ୍ଧି ହେବ।

ଧନୁ: ପରିବାର ଲୋକଙ୍କ ସହ ହସଖୁସିର ସମୟ ଅତିବାହିତ କରିବେ। ଉପାର୍ଜନ ଲାଗି ନୂଆ ଜ୍ଞାନ ପାଇବେ। ଶିକ୍ଷାର୍ଥୀଙ୍କୁ ଶିକ୍ଷକଙ୍କର ପୂରା ସହଯୋଗ ମିଳିବ।

ମକର: ପାରିବାରିକ ମାମଲା ନେଇ ଆପଣଙ୍କୁ ଅଧିକ ଯା’ଆସ କରିବାକୁ ପଡ଼ିପାରେ। କୌଣସି କଥାରେ ଭାଇ ସହ ମତଭେଦ ହେବ। ନୂଆ ଲୋକଙ୍କ ସହ ମିଶନ୍ତୁ, ଲାଭ ହେବ।

କୁମ୍ଭ: କୌଣସି ବିଶେଷ କାମରେ ଆପଣଙ୍କୁ ଲାଭ ହେବ। ସନ୍ଧ୍ୟା ସୁଦ୍ଧା କୌଣସି ଭଲ ଖବର ପାଇବେ। ଜୀବନସାଥୀ ଆପଣଙ୍କ କଥାରେ ପ୍ରଭାବିତ ହେବେ।

ମୀନ: ଅଫିସରେ ସବୁ ଲୋକଙ୍କ ସହ ଭଲ ତାଳମେଳ ରହିବ। ସନ୍ଧ୍ୟାରେ କୌଣସି ସମାରୋହରେ ସାମିଲ ହୋଇପାରନ୍ତି। ଅନ୍ତରଙ୍ଗ ବନ୍ଧୁ ସହ ମିଶି ଆପଣଙ୍କ ମନ ପ୍ରସନ୍ନ ହେବ।

NewsLaxmi7

About Author

You may also like

ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ
ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ