ରାଜ୍ୟ ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ


ମେଷ: ପୂଜାପାଠରେ ସମୟ ବିତିବ। ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ଆପଣଙ୍କର ଇଚ୍ଛା ପୂରଣ ହେବ। ରାଜନୈତିକ ଲୋକଙ୍କୁ ଉଚ୍ଚ ପଦବି ମିଳିବ।

ବୃଷ: ନୂଆ ବିଚାର ଯଥେଷ୍ଟ ଆର୍ଥିକ ଲାଭ ଦେବ। ଆପଣଙ୍କର ଚେଷ୍ଟା ଫଳପ୍ରଦ ହେବ। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହ ସମୟ କାଟିବେ। ଦାମ୍ପତ୍ୟ ଜୀବନରେ ନୂଆ ଖୁସି ଆସିବ।

ମିଥୁନ: ଭାଗ୍ୟ ଆପଣଙ୍କ ସହ ରହିବ। କାର୍ଯ୍ୟକ୍ଷେତ୍ରରେ କିଛି ନୂଆ ଶିଖିବାକୁ ଚେଷ୍ଟା କରିବେ। ଅଫିସ କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ପୂରା ହୋଇଯିବ।

କର୍କଟ: ବିଶେଷ କାମ ପାଇଁ ଯାତ୍ରାେର ଯାଇପାରନ୍ତି। ପାରିବାରିକ ବନ୍ଧୁ ଠାରୁ କୌଣସି ଖୁସି ଖବର ପାଇବେ। ଅବିବାହିତଙ୍କୁ ବିବାହ ପ୍ରସ୍ତାବ ମିଳିବ।

ସିଂହ: ଜୀବିକାରେ ଲାଗି ରହିଥିବା ବାଧା ସମାପ୍ତ ହୋଇଯିବ। ଧନଲାଭର କିଛି ନୂଆ ମଉକା ପାଇବେ। ସବୁ କାମ ସହଜରେ ପୂରା ହେବ। ପ୍ରେମ ଜୀବନ ଭଲ ରହିବ।

କନ୍ୟା: ଧାର ନେବା ଦେବାରୁ ନିବୃତ୍ତ ରହନ୍ତୁ। ବିରୋଧୀ ପକ୍ଷ ଆପଣଙ୍କ କାମରେ ବାଧା ସୃଷ୍ଟି କରିବାକୁ ଚେଷ୍ଟା କରିବେ। ନୂଆ ଘର ନିର୍ମାଣ ପାଇଁ ଯୋଜନା କରିବେ।

ତୁଳା: ବନ୍ଧୁ ସହ ଆଲୋଚନା ବେଳେ ଅଶାନ୍ତି ହେବା ଭଳି କିଛି କୁହନ୍ତୁ ନାହିଁ। କାମ ପ୍ରତି ଏକାଗ୍ରତା ବଜାୟ ରଖନ୍ତୁ। ଅଫିସରେ ସାବଧାନ ରହିବାର ଆବଶ୍ୟକତା ରହିଛି।

ବିଛା: ଏକାଗ୍ରଚିତ୍ତରେ କରୁଥିବା କାମରୁ ଭଲ ଫଳ ପାଇବେ। ଯେଉଁଥିରେ ଆପଣଙ୍କର ନେବା ଦେବାର ନାହିଁ ସେଭଳି ମାମଲାରେ ପଶନ୍ତୁ ନାହିଁ। ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ।

ଧନୁ: ଭାବିଚିନ୍ତି ବଡ଼ ନିଷ୍ପତ୍ତି ନିଅନ୍ତୁ। ମହିଳାମାନେ ନିଜ ଚେହେରାର ଯତ୍ନ ନେବାରେ ବ୍ୟସ୍ତ ରହିବେ। ଶିକ୍ଷାର୍ଥୀଙ୍କୁ ଲେଖାପଢ଼ାରେ ଅଧିକ ପରିଶ୍ରମ କରିବାକୁ ହେବ।

ମକର: ପରିବାର ପାଇଁ କିଛି ଭଲ କରିବାର ଦିନଟିଏ। ଆପଣଙ୍କର ପ୍ରଦର୍ଶନ କର୍ତ୍ତୃପକ୍ଷଙ୍କୁ ଖୁସି କରିବ। ସାହିତ୍ୟ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ।

କୁମ୍ଭ: ଶାନ୍ତ ମନରେ କାମ କଲେ ଯଥେଷ୍ଟ ଲାଭ ପାଇବେ। ବିବାହିତଙ୍କ ଲାଗି ଦିନଟି ଉତ୍ତମ। ପ୍ରେମିକ ପ୍ରେମିକା ନିଜ ସମ୍ବନ୍ଧରେ ବିଷୟରେ ଘର ଲୋକଙ୍କୁ ଜଣାଇବେ।

ମୀନ: ବନ୍ଧୁଙ୍କ ପରାମର୍ଶ ଆପଣଙ୍କ ମନକୁ ଛୁଇଁବ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ସୁଦୃଢ଼ ହେବ। ରାଜନୀତିରେ ଆର୍ଥିକ ଲାଭ ହେବ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।