ରାଜ୍ୟ ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ


ମେଷ: ସକାରାତ୍ମକ ଭାବନା ନେଇ ଆଗକୁ ବଢ଼ିବେ। ଦୋକାନୀଙ୍କୁ ଆଶାଠୁଁ ଅଧିକ ଲାଭ ମିଳିବ। ଆପଣଙ୍କ ଯୋଜନା ଅନ୍ୟମାନଙ୍କୁ ଜଣାନ୍ତୁ ନାହିଁ।

ବୃଷ: ବିବାଦଠୁଁ ଦୂରରେ ରୁହନ୍ତୁ। ସମାଜସେବା କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। କାରବାରରେ ଲାଗି ରହିଥିବା ବାଧା ଦୂର ହେବ।

ମିଥୁନ: କାରବାର ସମ୍ବନ୍ଧରେ କୌଣସି ଜରୁରୀ କାମ ପୂରା ହୋଇଯିବ। ବିରୋଧୀମାନଙ୍କ ପ୍ରତି ସାବଧାନ ରୁହନ୍ତୁ। ପାରିବାରିକ ଜୀବନ ସୁଖକର ହେବ।

କର୍କଟ: ନିଜର ଜୀବନଶୈଳୀରେ ପରିବର୍ତ୍ତନ ଆଣନ୍ତୁ, ଭଲ ହେବ। ପାରିବାରିକ ପ୍ରସଙ୍ଗରେ ତରବରିଆ ନିଷ୍ପତ୍ତି ନିଅନ୍ତୁ ନାହିଁ। ଠିକ୍ ଦିଗରେ ଅଗ୍ରସର ହେଲେ ଆର୍ଥିକ ସ୍ଥିତି ବଦଳିବ।

ସିଂହ: ବାପାଙ୍କ କହିବା ମାର୍ଗରେ ଚାଲନ୍ତୁ, ସଫଳତା ନିଶ୍ଚୟ ପାଇବେ। ବ୍ୟବସାୟରେ ନୂଆ ଚୁକ୍ତି ହେବ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

କନ୍ୟା: କାମ ପାଇଁ ଅଧିକ ଯାତାୟାତ କରିବେ। ଦୀର୍ଘ ଦିନରୁ ସ୍ଥଗିତ ଥିବା ସରକାରୀ କାମ ପୂରା ହୋଇଯିବ। ସମାଜ କଲ୍ୟାଣ କାର୍ଯ୍ୟରେ ସାହାଯ୍ୟ କରନ୍ତୁ ନାମ ଉଚ୍ଚା ହେବ।

ତୁଳା: ଆପଣଙ୍କର ଆର୍ଥିକ ପକ୍ଷ ସୁଦୃଢ଼ ହେବ। କ୍ଷୁଦ୍ର ଉଦ୍ୟୋଗୀଙ୍କ ଲାଗି ଦିନଟି ଭଲ। ଜୀବନସାଥୀଙ୍କ ଇଚ୍ଛା ପୂରଣ କରିବା ପାଇଁ ଚେଷ୍ଟା କରିବେ।

ବିଛା: ଆପଣଙ୍କର ଉଦାର ସ୍ବଭାବ ଖୁସିର ମୁହୂର୍ତ୍ତ ନେଇ ଆସିବ। ଜରୁରୀ କାମରେ ଭଉଣୀ ଆପଣଙ୍କୁ ସାହାଯ୍ୟ କରିବେ। ପଡ଼ୋଶୀଙ୍କର ସକାରାତ୍ମକ ବ୍ୟବହାର ପାଇବେ।

ଧନୁ: ଜୀବନସାଥୀଙ୍କ ସହ ଲାଗି ରହିଥିବା ମନୋମାଳିନ୍ୟ ସମାପ୍ତ ହେବ। ସନ୍ତାନର ସଫଳତା ଯୋଗୁଁ ପରିବାରରେ ଖୁସିର ପରିବେଶ ରହିବ। ବନ୍ଧୁ ବଧେଇ ଦେବା ପାଇଁ ଘରକୁ ଆସିବେ।

ମକର: ଅଫିସରେ କାମର ବୋଝ ଅଧିକ ରହିବ। ଧୀଶକ୍ତି ବଳରେ ସବୁ ପ୍ରକାର ସ୍ଥିତିକୁ ସମ୍ଭାଳି ନେବେ। ବ୍ୟବସାୟରେ ଉନ୍ନତି ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରୁହନ୍ତୁ।

କୁମ୍ଭ: ଘରେ ଧର୍ମକାର୍ଯ୍ୟ କରିବା ଲାଗି ଯୋଜନା କରିବେ। ଅଫିସ ପହଞ୍ଚିବାରେ ବିଳମ୍ବ ହୋଇପାରେ। ଡାକ୍ତରୀ ଛାତ୍ରଙ୍କୁ ବଡ଼ ଡାକ୍ତରଙ୍କ ସହ କାମ କରିବାର ଅବସର ମିଳିବ।

ମୀନ: ନିଜର ସବୁ କାମ ନିଜେ କରିବାକୁ ଚେଷ୍ଟା କରନ୍ତୁ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ସିମେଣ୍ଟ ବେପାରୀଙ୍କ ଲାଗି ଦିନଟି ଭଲ। ପୂର୍ବରୁ କରିଥିବା ନିବେଶରୁ ଲାଭ ପାଇବେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।