ରାଜ୍ୟ ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ


ମେଷ: ଉନ୍ନତି ପାଇଁ ନୂଆ ଅବସର ପାଇବେ। ଯାତ୍ରାରେ ଯାଆନ୍ତୁ, ଧନଲାଭ ହେବ। ଜୀବନସାଥୀଙ୍କ ସହଯୋଗରେ ପରିବାର ବିବାଦ ସମାଧାନ କରିନେବେ।‌


ବୃଷ: ନୂଆ ପ୍ରକଳ୍ପ ଲାଗି ଆପଣଙ୍କ ମନରେ ବିଚାର ଆସିବ। ଚାକିରିଆଙ୍କୁ ପଦୋନ୍ନତି ମିଳିପାରେ। ବାହାନ କିଣିବା ଲାଗି ଆଗ୍ରହ ବଢ଼ିବ। ବିବାହିତ କଥାବାର୍ତ୍ତା ବେଳେ ସଂଯମ ରଖନ୍ତୁ।


ମିଥୁନ: ଆପଣଙ୍କ ଚିନ୍ତା ସକାରାତ୍ମକ ରଖନ୍ତୁ। ଅଫିସରେ ଲାଗି ରହିଥିବା ଅବ୍ୟବସ୍ଥାର ସମାଧାନ ହୋଇଯିବ। ବ୍ୟବସାୟୀଙ୍କୁ ପରିଶ୍ରମର ସଂପୂର୍ଣ୍ଣ ଫଳ ମିଳିବ। ପ୍ରେମରେ ସଫଳତା ପାଇବେ।


କର୍କଟ: ଶରୀର ସୁସ୍ଥ ଓ ମନ ପ୍ରସନ୍ନ ରହିବ। ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ। କଳାକାରଙ୍କ ପାଇଁ ଦିନଟି ଅନୁକୂଳ। ଆପଣଙ୍କ ପ୍ରତିଭାରୁ ଲୋକଙ୍କୁ ପ୍ରେରଣା ମିଳିବ।


ସିଂହ: ଆପଣ ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯାହାଙ୍କ ଦ୍ବାରା ଜୀବନରେ ପରିବର୍ତ୍ତନ ଆସିବ। ବ୍ୟବସାୟରେ ନୂଆ ଚୁକ୍ତି କରିପାରନ୍ତି। ସନ୍ତାନଙ୍କ ସଫଳତାରୁ ଆପଣଙ୍କୁ ଖୁସି ମିଳିବ।


କନ୍ୟ‌ା: ଇଚ୍ଛାଶକ୍ତି କିଛିମାତ୍ରାରେ ଆପଣଙ୍କୁ ଅସ୍ଥିର କରିପାରେ। ତରବରିଆରେ ଭାବେ ବଡ଼ ନିଷ୍ପତ୍ତି ନିଅନ୍ତୁ ନାହିଁ। ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି


ତୁଳା: କୌଣସି ବ୍ୟକ୍ତି ଆପଣଙ୍କ ଜୀବନରେ ଖୁସି ଓ ଉତ୍ସାହ ନେଇ ଆସିବେ। ଲାଗି ରହିଥିବା ଝଞ୍ଜଟର ସମାଧାନ ହୋଇଯିବ। ମହିଳାଙ୍କୁ ଭଲ ଚାକିରିର ସୁଯୋଗ ମିଳିବ।


ବିଛା: ଆପଣଙ୍କ ଭାବନା ଯଥେଷ୍ଟ ସକାରାତ୍ମକ ରହିବ। ଅଫିସ ଆଲୋଚନାରେ ଆପଣ ମତ ରଖିବାରେ ସଫଳ ହେବେ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭଦାୟକ ରହିବ।


ଧନୁ: ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ଫିଲ୍ମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ନୂଆ ଶିକ୍ଷାଲାଭ କରିବେ। ପରିବାରର ଗୁରୁତ୍ବପୂର୍ଣ୍ଣ କାମ ସଂପୂର୍ଣ୍ଣ ହୋଇଯିବ।


ମକର: ଧୈର୍ଯ୍ୟ ଧରି ରହିଲେ ଆପଣଙ୍କୁ ଆରାମ ଅନୁଭବ ହେବ। ଆପଣଙ୍କର ସବୁ କାମ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ ହୋଇଯିବ। ମହିଳାଙ୍କୁ ଜିନିଷ କିଣାକିଣିରୁ ଲାଭ ହେବ।


କୁମ୍ଭ: ଅଫିସରେ କାମ ସଂପୂର୍ଣ୍ଣ କରିବା ପାଇଁ ତରତର ହୁଅନ୍ତୁ ନାହିଁ। ନିଜ କଥାଭାଷା ଉପରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।


ମୀନ: ଘର ସଫାସୁତୁରା ରଖନ୍ତୁ, ସୁଖ ସମୃଦ୍ଧି ବୃଦ୍ଧି ହେବ। କ୍ୟାରିୟର ସହ ସଂଲଗ୍ନ ନୂଆ ସୁଯୋଗ ମିଳିପାରେ। ବିରୋଧୀମାନେ କ୍ଷତି କରିବାକୁ ଚେଷ୍ଟା କରି ଅସଫଳ ହେବେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।